Sunday, June 28, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଲଟିଲା ଯାତ୍ରୀବାହୀ ବସ

Sanchar Live by Sanchar Live
August 8, 2025
in ଓଡିଶା
0
ଓଲଟିଲା ଯାତ୍ରୀବାହୀ ବସ
0
SHARES
86
VIEWS
FacebookTwitter

ଓଲଟିଲା ଯାତ୍ରୀବାହୀ ବସ । ଭାରସାମ୍ୟ ହରାଇ ରେଙ୍ଗାଲିର ଶାଖା କେନାଲକୁ ଖସିଲା ବସ୍ । ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ। କାମାକ୍ଷାନଗର-ତୁମୁସିଂହା ଥାନା କନ୍ତିଓକାଟେଣୀଠାରେ ଏକ ଘରୋଇ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସଟି ପରଜଙ୍ଗରୁ ଭୁବନେଶ୍ୱର ଯାଉଥିଲା । ରେଙ୍ଗାଳି ଶାଖା କେନାଲକୁ ବସ ଖସି ପଡିଛି l ବସରେ ୫୦ରୁ ଅଧିକ ଯାତ୍ରୀ ଥିବାବେଳେ ୨୦ଜଣ ଗୁରୁତର ହୋଇଛନ୍ତି ।

କାମାକ୍ଷାନଗର ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ଅନେକ ଯାତ୍ରୀଙ୍କ ମୁଣ୍ଡ ଫାଟିଯାଇଥିବା ବେଳେ କେତେକଙ୍କ ଗୋଡ଼, ହାତରେ ଗଭୀର ଆଘାତ ଲାଗିଛି । ଗୁରତରଙ୍କୁ ଆମ୍ବୁଲାନ୍ସ ଯୋଗେ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ପରଜଙ୍ଗରୁ ପଣ୍ଡୁଆ ପୂର୍ତ୍ତବିଭାଗ ରାସ୍ତା କାମ ଚାଲୁଥିବା ବେଳେ ବସଟି କେନାଲ ରାସ୍ତା ଦେଇ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ।

Tags: bus accidentkamakhyanagar
ShareTweetShareSend
Sanchar Live

Sanchar Live

Next Post
ଟାଙ୍କି ଭରିବା ପୂର୍ବରୁ ଜାଣି ରଖନ୍ତୁ ଆଜିର ତେଲ ଦର କେତେ ଅଛି

ଟାଙ୍କି ଭରିବା ପୂର୍ବରୁ ଜାଣି ରଖନ୍ତୁ ଆଜିର ତେଲ ଦର କେତେ ଅଛି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦୁଝର ପୁଅ ଦୁର୍ଗାପ୍ରସାଦଙ୍କୁ ସମ୍ମାନଜନକ ଡକ୍ଟରେଟ୍
  • ପ୍ରାଇଭେଟ୍ ପାର୍ଟରେ ଲୁଚାଇ କରୁଥିଲେ ନିଶା କାରବାର, ଏମିତି ଧରିଲା ପୋଲିସ
  • ବାହାଘର ଭୋଜିରେ ମଟନ୍ ବଦଳରେ ଚିକେନ୍ ଦେବାରୁ କ୍ୟାଟରିଂ ଯୁବଙ୍କ ଗଳା କାଟିଦେଲେ
  • ମହିଳା ଟି-୨୦ ବିଶ୍ବକପ୍‌: ସେମିଫାଇନାଲ ପାଇଁ ଲଢ଼ିବ ଭାରତ
  • ଆଜି ଦଳରେ ସ୍ଥାନ ପାଇବେ ତ ବୈଭବ?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.