Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ୟୁକ୍ରେନ ଯୁଦ୍ଧବିରତି ପ୍ରସଙ୍ଗରେ ହୋଇପାରିଲାନି ଡିଲ୍

Sanchar Live by Sanchar Live
August 16, 2025
in ବିଦେଶ
0
ୟୁକ୍ରେନ ଯୁଦ୍ଧବିରତି ପ୍ରସଙ୍ଗରେ ହୋଇପାରିଲାନି ଡିଲ୍
0
SHARES
75
VIEWS
FacebookTwitter

ୟୁକ୍ରେନ ଯୁଦ୍ଧବିରତି ପ୍ରସଙ୍ଗରେ ହୋଇପାରିଲାନି ଡିଲ୍ । ଆଲାସ୍କାରେ ଟ୍ରମ୍ପ-ପୁଟିନ ମହାବୈଠକ । ଦୁଇ ସୁପରପାୱାର ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ୧୫୦ ମିନିଟ ଧରି ଚାଲିଲା ଆଲୋଚନା । କିନ୍ତୁ କୌଣସି ଠୋସ ନିଷ୍କର୍ଷ ବାହାରିପାରିନାହିଁ । ୟୁକ୍ରେନରେ ଯୁଦ୍ଧ ଶେଷ କରିବା ପାଇଁ ଟ୍ରମ୍ପ-ପୁଟିନ କୌଣସି ଚୁକ୍ତିରେ ପହଞ୍ଚି ପାରିଲେ ନାହିଁ । ଆଲୋଚନା ପରେ ଉଭୟ ଟ୍ରମ୍ପ ଓ ପୁଟିନ ମିଳିତ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଡିଲ ନହେବା ଯାଏ କୌଣସି ବୁଝାମଣା ହୋଇପାରିବ ନାହିଁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି । ଆଲୋଚନା ବେଶ ଗଠନମୂଳକ ଥିଲା । ଅନେକ ପ୍ରସଙ୍ଗରେ ଆଲୋଚନା କରାଯାଇଛି । କିନ୍ତୁ କୌଣସି ପୂର୍ଣ୍ଣ ବୁଝାମଣାରେ ପହଞ୍ଚି ପାରିନାହୁଁ । ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ଶାନ୍ତି ଫେରାଇ ଆଣିବା ପାଇଁ ଏକ ଉପଯୁକ୍ତ ସୁଯୋଗ ପାଇଛୁ । କିନ୍ତୁ ଏଯାଏତାହା ହାସଲ କରିପାରିନାହୁଁ ବୋଲି ଟ୍ରମ୍ପ କହିଛନ୍ତି ।

ଏନେଇ ସେ ନାଟୋ ନେତାଙ୍କ ସହ ଫୋନରେ ଆଲୋଚନା କରିବେ । ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ମଧ୍ୟ ଫୋନରେ ବୈଠକ ବିଷୟରେ ଜଣାଇବେ ବୋଲି ସେ କହିଛନ୍ତି। ସେହିପରି ଆଲୋଚନା ପରେ ପୁଟିନ କହିଛନ୍ତି, ଯୁଦ୍ଧର ଅବସାନ ହେଉ ବୋଲି ରୁଷିଆ ଚାହେଁ। ୟୁକ୍ରେନ ଜନସାଧାରଣ ଆମର ଭାଇଭଳି ।  ୟୁକ୍ରେନରେ ସୁରକ୍ଷା ସୁନିଶ୍ଚିତ ହେବା ଆବଶ୍ୟକ ।  ଆମେ ଏହା ଉପରେ କାମ କରିବାକୁ ପ୍ରସ୍ତୁତ। ସଙ୍କଟର ସମସ୍ତ ମୂଳ କାରଣକୁ ନିଶ୍ଚିତ ଭାବେ ଦୂର କରାଯିବା ଉଚିତ୍ । ଯଦି ୨୦୨୨ରେ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ହୋଇଥାନ୍ତେ, ତେବେ ରୁଷ-ଯୁକ୍ରେନ ଯୁଦ୍ଧ ହୋଇନଥାନ୍ତା ବୋଲି ପୁଟିନ କହିଛନ୍ତି ।  ପରବର୍ତ୍ତୀ ବୈଠକ ମସ୍କୋରେ କରିବାକୁ ପ୍ରସ୍ତାବ ଦେଇଥିଲେ ପୁଟିନ। କିନ୍ତୁ ଟ୍ରମ୍ପ କହିଛନ୍ତି ଆମେ ଦେଖିବୁ । ଖୁବ ଶୀଘ୍ର କଥା ହୋଇପାରୁ ଏବଂ ସମ୍ଭବତଃ ଶୀଘ୍ର ଭେଟିପାରୁ ।

Tags: Rusiaukreinwar
ShareTweetShareSend
Sanchar Live

Sanchar Live

Next Post
ଟାଙ୍କି ଭରିବା ପୂର୍ବରୁ ଜାଣି ରଖନ୍ତୁ ଆଜିର ତେଲ ଦର

ଟାଙ୍କି ଭରିବା ପୂର୍ବରୁ ଜାଣି ରଖନ୍ତୁ ଆଜିର ତେଲ ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.