Saturday, April 11, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୂଆ ୧୨ ବିଜ୍ଞାପିତ ପରିଷଦ ଗଠନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

Sanchar Live by Sanchar Live
August 16, 2025
in ଓଡିଶା
0
ନୂଆ ୧୨ ବିଜ୍ଞାପିତ ପରିଷଦ ଗଠନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
0
SHARES
529
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟର ୭ଟି ଜିଲ୍ଲାରେ ନୂଆ କରି ୧୨ଟି ବିଜ୍ଞାପିତ ପରିଷଦ (NAC) ଗଠନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ଅନୁଗୁଳ, ସୁବର୍ଣ୍ଣପୁର, ବାଲେଶ୍ଵର, ମୟୂରଭଞ୍ଜ, ରାୟଗଡ଼ା, ସମ୍ବଲପୁର ଓ ଭଦ୍ରକ ଜିଲ୍ଲାରେ ନୂତନ କରି ମୋଟ ୧୨ଟି ବିଜ୍ଞାପିତ ପରିଷଦ ଗଠନ କରାଯିବ ।

ସ୍ଵାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ନୂଆ କରି ୨୧ଟି ବିଜ୍ଞାପିତ ପରିଷଦ ଗଠନ କରାଯିବ ବୋଲି ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣାର ଦିନକ ପରେ ୧୨ ବିଜ୍ଞାପିତ ପରିଷଦ ଗଠନ ନେଇ ବିଜ୍ଞପ୍ତି ପ୍ରକାଶ କରିଛି ଗୃହ ଓ ନଗର ଉନ୍ନୟନ ବିଭାଗ । ଏହା ପରେ ସରକାରଙ୍କ ପକ୍ଷରୁ ଗେଜେଟ୍ ନୋଟିଫିକେସନ୍ ପ୍ରକାଶ ପାଇବ ।

ଅନୁଗୁଳର ପାଲଲହଡ଼ା, ସୁବର୍ଣ୍ଣପୁରର ବୀରମହାରାଜପୁର, ବାଲେଶ୍ଵରର ସିମୁଳିଆ ଓ ବସ୍ତା, ମୟୂରଭଞ୍ଜର ବେତନଟୀ, ବାଙ୍ଗିରିପୋଷି ଓ ଚିତ୍ରଡ଼ା, ରାୟଗଡ଼ାର ବିଷମ କଟକ, ସମ୍ବଲପୁରର ବାମରା ଓ ରେଙ୍ଗାଲି, ଭଦ୍ରକର ତିହିଡ଼ି ଓ ଧୁଷୁରୀକୁ ନେଇ ନେଇ ବିଜ୍ଞାପିତ ପରିଷଦ ଗଠନ କରାଯିବ । ନୂଆ କରି ୧୨ଟି NAC ଗଠନ ହେଲେ ଲୋକଙ୍କୁ ଅନେକ ସୁବିଧା ମିଳିବ ।

Tags: nagodisha
ShareTweetShareSend
Sanchar Live

Sanchar Live

Next Post
ବଡ଼ ଜଗନ୍ନାଥ ମନ୍ଦିର ମୁକ୍ତି ମଣ୍ଡପରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ବଡ଼ ଜଗନ୍ନାଥ ମନ୍ଦିର ମୁକ୍ତି ମଣ୍ଡପରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ନୟାଗଡର ଦରବ, ଓଡିଶାର ଗରବ : ଆଜି ଛେନାପୋଡ଼ ଦିବସ
  • ଆଜିଠୁ ଜଳୁଛି ଓଡିଶା
  • ଭୁବନେଶ୍ୱରରୁ ଆତଙ୍କବାଦୀ ଲିଙ୍କ ଅଭିଯୋଗରେ ଜଣେ ଯୁବକ ଗିରଫ
  • ଝାରସୁଗୁଡ଼ାରେ ଆଲୁମିନିୟମ୍‌ ପାର୍କ ପାଇଁ ଦୁଇ ଆନୁଷଙ୍ଗିକ ଶିଳ୍ପସଂସ୍ଥାଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କଲା ବେଦାନ୍ତ ଆଲୁମିନିୟମ୍‌
  • ଯମୁନା ନଦୀରେ ବୁଡ଼ିଲା ଡ଼ଙ୍ଗା, ୧୦ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.