Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହିସବୁ ରାଶିର ଲୋକଙ୍କ ଭାଗ୍ୟରେ ଖାଲି ଖୁସି ଆଉ ଖୁସି

Sanchar Live by Sanchar Live
September 6, 2025
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..
0
SHARES
114
VIEWS
FacebookTwitter

ମେଷ: କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ । ଅର୍ଥ ସମ୍ବନ୍ଧରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ । ଚାକିରିରେ କିଛି ଭଲ ସୁଯୋଗ ପାଇବେ । ଜୀବନସାଥୀ ସହିତ ରାତ୍ରିଭୋଜନ ପାଇଁ ହୋଟେଲକୁ ଯିବେ ।

ବୃଷ: ବ୍ୟବସାୟରେ ପ୍ରଗତି ହେବ । ଆପଣ ଲୋକମାନଙ୍କର ସହଯୋଗ ପାଇବେ । ସାମାଜିକ ଜୀବନ ଭଲ ରହିବ । ପ୍ରେମରେ ସଫଳତା ପାଇବେ ।

ମିଥୁନ: ପରିବାର ସହିତ ଅଧିକ ସମୟ ଅତିବାହିତ କରିବେ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ ।

କର୍କଟ: ଅଫିସ କାମରେ ବାହାରକୁ ଯିବେ । ଡ଼ାକ୍ତରଙ୍କ ଲାଗି ଦିନଟି ଲାଭପ୍ରଦ । ଦାମ୍ପତ୍ୟ ଜୀବନରେ ନୂଆ ନୂଆ ଖୁସ ଆସିବ । ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଅବସର ପାଇବେ ।

ସିଂହ: କାର୍ଯ୍ୟକ୍ଷେତ୍ରରେ ମନପ୍ରାଣ ଦେଇ କାମ କରିବେ । ନିଜ କାମରେ ଅଧିକ ପୁଞି ଲଗାଇପାରନ୍ତି । କିଣାବିକାରେ ସାବଧାନତା ଅବଲମ୍ବନ କରନ୍ତୁ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ ।

କନ୍ୟା: ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ । ବନ୍ଧୁ ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ । ବ୍ୟବସାୟରେ ମନ ମୁତାବକ ସଫଳତା ପାଇବେ ।

ତୁଳା: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଚେଷ୍ଟା କରିବେ । ଅଫିସରେ କାମର ବୋଝ ଅଧିକ ହୋଇପାରେ । ଅଚାନକ ଧନଲାଭ ହେବ । ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ ।

ବିଛା: ଚାକିରିଜୀବୀଙ୍କ ଲାଗି ପଦୋନ୍ନତି ଯୋଗ ଅଛି । ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ । ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ । ଜୀବନସାଥୀ ଠାରୁ କୌଣସି ଖୁସି ଖବର ପାଇବେ ।

ଧନୁ: କୌଣସି ବ୍ୟକ୍ତିଙ୍କ ଠାରୁ ଆଶା ଠାରୁ ଅଧିକ ଲାଭ ପାଇବେ । ନବବିବାହିତ ଦମ୍ପତ୍ତିଙ୍କ ସମ୍ବନ୍ଧରେ ମଧୁରତା ବଢ଼ିବ । ଓକିଲଙ୍କ ଲାଗି ଦିନଟି ଭଲ ରହିବ ।

ମକର: ଜୀବନରେ ହେବାକୁ ଯାଉଥିବା ପରିବର୍ତ୍ତନ ଆପଣଙ୍କ ସପକ୍ଷରେ ହେବ । ଆପଣଙ୍କୁ ରୋଜଗାରର ନୂଆ ଅବସର ମିଳିବ । ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ । ଘରକୁ କୌଣସି ବନ୍ଧୁ ଆସିବେ ।

କୁମ୍ଭ: ପୂଜାପାଠରେ ଅଧିକ ସମୟ ବିତିବ । ଭାବିଥିବା କାମ ସଂପୂର୍ଣ୍ଣ ହେବ । ଆପଣଙ୍କ କାମ ଦେଖି କତୃପକ୍ଷ ଖୁସି ହେବେ । ଜୀବନସାଥୀଙ୍କୁ ମନର କଥା କହିବେ । ଛାତ୍ରଙ୍କ ଲାଗି ଦିନଟି ଭଲ ।

ମୀନ: ଆପଣ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ । କୌଣସି ନୂଆ ଦାୟିତ୍ବ ଆପଣ ଶୀଘ୍ର ପାଇବେ । ଛାତ୍ରଛାତ୍ରୀଙ୍କର ଧ୍ୟାନ ପାଠପଢ଼ାରେ ଲାଗି ରହିବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ସବୁ ଗ୍ରାମ ପଞ୍ଚାୟତରେ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା ଲାଗି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ସବୁ ଗ୍ରାମ ପଞ୍ଚାୟତରେ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା ଲାଗି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.