Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସବୁ ଗ୍ରାମ ପଞ୍ଚାୟତରେ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା ଲାଗି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

Sanchar Live by Sanchar Live
September 6, 2025
in ଓଡିଶା
0
ସବୁ ଗ୍ରାମ ପଞ୍ଚାୟତରେ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା ଲାଗି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
0
SHARES
134
VIEWS
FacebookTwitter

ଚଳିବନି ମନମାନି, ଠକାମି । ପଞ୍ଚାୟତ ଓ ବ୍ଲକରେ ଏଣିକି ସମୟରେ ଆସିବାକୁ ପଡ଼ିବ ଅଫିସ୍ । ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା । ସମସ୍ତ କର୍ମଚାରୀଙ୍କ ଲାଗି ବାଧ୍ୟତାମୂଳକ ହେବ ବାୟୋମେଟ୍ରିକ୍ ଉପସ୍ଥାନ । ଏନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି ।

ଯେଉଁ ନିର୍ଦ୍ଦେଶନାମାରେ କୁହାଯାଇଛି, ଜନସାଧାରଣଙ୍କୁ ସମୟରେ ସେବା ଯୋଗାଇବା ଲାଗି ଉତ୍ତରଦାୟୀ, ସ୍ଵଚ୍ଛତା ଓ ଦକ୍ଷତା ରହିବା ଦରକାର । ଏଥିପାଇଁ ସମୟାନୁବର୍ତ୍ତିତା ବି ଆବଶ୍ୟକ । ଆଉ ଏଥିପାଇଁ କାର୍ଯ୍ୟାଳୟରେ ସମୟରେ ଉପସ୍ଥାନ ବି ଗୁରୁତ୍ଵପୂର୍ଣ୍ଣ । ଏହା ସରକାରୀ ବ୍ୟବସ୍ଥାକୁ ଉନ୍ନତ କରିବା ସହ ଲୋକଙ୍କୁ ସନ୍ତୁଷ୍ଟି ଦେବ ।

ଏହାକୁ ନଜରରେ ରଖି ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା (BAS) ସମସ୍ତ ସରକାରୀ ସଂସ୍ଥାରେ ଲାଗୁଛି । ଯେଉଁଥିରେ କର୍ମଚାରୀଙ୍କ ଉପସ୍ଥାନର ସଦ୍ୟ ତଥ୍ୟ ମିଳି ପାରୁଛି । ଏହାଦ୍ଵାରା ଉପସ୍ଥାନରେ ଅସଙ୍ଗତି ହେବ ନାହିଁ । ସମୟାନୁବର୍ତ୍ତିତା ସହ କାର୍ଯ୍ୟଦକ୍ଷତା ମଧ୍ୟ ବଢ଼ିବ ।

ତେଣୁ ଜିଲ୍ଲାରେ ଥିବା ସମସ୍ତ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା ଲଗାଇବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା କାର୍ଯ୍ୟକାରୀ କରି ତୁରନ୍ତ ଅଗ୍ରଗତିର ରିପୋର୍ଟ ଦେବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଏନେଇ ଚିଠି କରିଛି ପଞ୍ଚାୟତିରାଜ ବିଭାଗ ।

Tags: Biometricpanchayat office
ShareTweetShareSend
Sanchar Live

Sanchar Live

Next Post
ହୀରାକୁଦ ଡ୍ୟାମର ବନ୍ଦ ହେଲା ୪ ଗେଟ

ହୀରାକୁଦ ଡ୍ୟାମର ବନ୍ଦ ହେଲା ୪ ଗେଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.