Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ଚଳିତ ବର୍ଷର ଦ୍ୱିତୀୟ ଚନ୍ଦ୍ରଗ୍ରହଣ, ଜାଣନ୍ତୁ କଣ ରହିଛି ବାରଣ

Sanchar Live by Sanchar Live
September 6, 2025
in ଓଡିଶା
0
ଆସନ୍ତାକାଲି ଚଳିତ ବର୍ଷର ଦ୍ୱିତୀୟ ଚନ୍ଦ୍ରଗ୍ରହଣ, ଜାଣନ୍ତୁ କଣ ରହିଛି ବାରଣ
0
SHARES
122
VIEWS
FacebookTwitter

ଆସନ୍ତାକାଲି ଚଳିତ ବର୍ଷର ଦ୍ୱିତୀୟ ଚନ୍ଦ୍ରଗ୍ରହଣ ପଡୁଛି । ଭାଦ୍ରବ ଶୁକ୍ଲପକ୍ଷ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ । ଅନ୍ୟପଟେ ପୂର୍ଣ୍ଣିମାରେ ମଧ୍ୟ ପିତୃପକ୍ଷ ଆରମ୍ଭ ହେଉଛି । ତେଣୁ କେତେବେଳେ କଣ କରିବେ, ଖାଇବାକୁ ନେଇ କଣ କହୁଛନ୍ତି ଜ୍ୟୋର୍ତିବିଦ..ଜାଣନ୍ତୁ..

ରବିବାର ରାତିରେ ଆକାଶରେ ସଂଘଠିତ ହେବ ମହାଜାଗତିକ ଦୃଶ୍ୟ । ସେପ୍ଟେମ୍ୱର ୭ ତାରିଖରେ ହେବ ଚଳିତ ବର୍ଷର ଦ୍ୱିତୀୟ ଚନ୍ଦ୍ରଗ୍ରହଣ । ରାତି ୯ଟା ୫୮ରେ ଗ୍ରହଣ ସ୍ପର୍ଶ କରିବ ଓ ରାତି ୧ଟା ୨୮ ମିନିଟରେ ଗ୍ରହଣ ଶେଷ ହେବ । ପ୍ରାୟ ୩ ଘଣ୍ଟା ୨୮ ମିନିଟ ପର୍ଯ୍ୟନ୍ତ ଚାଲିବ ଚନ୍ଦ୍ରଗ୍ରହଣ । ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଗ୍ରହଣକୁ ଗୁରୁତ୍ୱପୂର୍ଣ୍ଣ ମାନ୍ୟତା ଦିଆଯାଏ । ଗଣନା କରି ଜ୍ୟୋତିଷ ଗ୍ରହଣର ୯ ଘଣ୍ଟା ପୂର୍ବରୁ ପାକ ତ୍ୟାଗ କରିବାକୁ ପରାମର୍ଶ ଦେଇଛନ୍ତି । ସେପ୍ଟେମ୍ବର ୭ ତାରିଖ ମଧ୍ୟାହ୍ନ ୧୨ଟା ୫୮ରେ ପାକତ୍ୟାଗ କରିବାକୁ କହିଛନ୍ତି । ରବିବାରଠୁ ପିତୃଶ୍ରାଦ୍ଧ ଆରମ୍ଭ ହେଉଥିବାରୁ ଗ୍ରହଣ ସ୍ପର୍ଶ ପୂର୍ବରୁ ଶ୍ରାଦ୍ଧ ଓ ଦେବନୀତି ସଂପନ୍ନ କରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଗର୍ଭବତୀ, ଶିଶୁ ସତର୍କ ରହିବାକୁ କୁହାଯାଇଛି । ଅନ୍ୟପଟେ ବିଜ୍ଞାନ ଯୁଗରେ ଖଇବା ମନାକୁ ଅନ୍ଧବିଶ୍ୱାସ କହି ସମାଲୋଚନା କରିଛନ୍ତି ହେତୁବାଦୀ ।

ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଛତିଶା ନିଯୋଗ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ, ଦିନ ୧୨ଟା ୫୭ରୁ ପାକ ତ୍ୟାଗ, ଦେବ ନୀତି ନିଷେଧ । ଗ୍ରହଣ ସ୍ପର୍ଶ ରାତି ୯ଟା ୫୭, ସର୍ବମୋକ୍ଷ ରାତି ୧ଟା ୨୭ । ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୨ଟାରେ ଦ୍ୱାରଫିଟା ନୀତି ହେବ ।

ରବିବାର ରାତିରେ ଚନ୍ଦ୍ର ଓ ସୂର୍ଯ୍ୟ ମଝିରେ ପୃଥିବୀ ଏକ ସରଳ ରେଖାରେ ଆସୁଥିବାରୁ ଚନ୍ଦ୍ରଗ୍ରହଣ ପଡୁଛି । ଏହା ଭାରତ ସମେତ ଅଷ୍ଟ୍ରେଲିଆ, ନ୍ୟୁଜିଲ୍ୟାଣ୍ଡ, ଆମେରିକା, ଫିଜିରେ ଦୃଶ୍ୟମାନ । ରବିବାର ରାତିର ୯ଟା ୫୮ ମିନିଟରେ ଚନ୍ଦ୍ରଗ୍ରହଣ ଆରମ୍ଭ ହେବ ଓ ଏଥର ଆକାଶରେ ବ୍ଲଡମୁନ୍‌ ଦେଖାଯିବ । ଏହି ମହାଜାଗତିକ ଦୃଶ୍ୟକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଉଥିଲେ ବି ଲୋକଙ୍କ ଭିତରେ ଉତ୍କଣ୍ଠା ଲାଗି ରହିଛି ।

ShareTweetShareSend
Sanchar Live

Sanchar Live

Next Post
ଏଣିକି FM ଦ୍ୱାରା ମିଳିବ ଟ୍ରାଫିକ ଅପଡେଟ

ଏଣିକି FM ଦ୍ୱାରା ମିଳିବ ଟ୍ରାଫିକ ଅପଡେଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.