Wednesday, November 4, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

Sanchar Live by Sanchar Live
September 7, 2025
in ଜୀବନ ଶୈଳୀ
0
0
SHARES
133
VIEWS
Facebook
Twitter

ମେଷ:- କାରବାରରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ । କୌଣସି କଥାକୁ ନେଇ ଚିନ୍ତାରେ ଥିଲେ ବନ୍ଧୁଙ୍କୁ ଜଣାନ୍ତୁ ସବୁ ଠିକ୍ ହୋଇଯିବ । ସ୍ବାସ୍ଥ୍ୟ ସମ୍ବନ୍ଧରେ ସମସ୍ୟା ଅନ୍ତ ହେବ । ପ୍ରେମ ଜୀବନ ଭଲ ରହିବ ।

ବୃଷ:- ନୂଆ କାର୍ଯ୍ୟ ପାଇଁ ଆଗ୍ରହ ବଢ଼ିବ । ଅର୍ଥ ସମ୍ବନ୍ଧୀୟ ବିଷୟରେ ଆପଣଙ୍କୁ ସଫଳତା ମିଳିବ । କୌଣସି ବିଶେଷ ଜାଗାରେ ଆପଣଙ୍କର ପ୍ରଶଂସା ହେବ । ପରିବାରରେ ଖୁସିର ଆଗମନ ହେବ ।

Related posts

ଏହି କାରଣଗୁଡ଼ିକ ଆପଣଙ୍କର ପିତା ହେବାର ସ୍ୱପ୍ନକୁ ମଧ୍ୟ ଭାଙ୍ଗି ଦେଇପାରେ

ଏହି କାରଣଗୁଡ଼ିକ ଆପଣଙ୍କର ପିତା ହେବାର ସ୍ୱପ୍ନକୁ ମଧ୍ୟ ଭାଙ୍ଗି ଦେଇପାରେ

November 2, 2026
ଆଜି ଦିନଟି ଏମାନଙ୍କୁ ଦେବ ଶୁଭଫଳ

ଆଜି ଦିନଟି ଏମାନଙ୍କୁ ଦେବ ଶୁଭଫଳ

October 31, 2026

ମିଥୁନ:- ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପ୍ରଭାବିତ କରିପାରେ । ବ୍ୟବସାୟରେ ଉନ୍ନତି ହେବ । ବନ୍ଧୁ ଆପଣଙ୍କୁ ଆର୍ଥିକ ସାହାଯ୍ୟ ମାଗି ପାରନ୍ତି । ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ ।

କର୍କଟ:- କାରବାର ଦ୍ରୁତଗତିରେ ବୃଦ୍ଧି ହେବ । କମିସନି କାମ କରୁଥିବା ଲୋକଙ୍କୁ ସାବଧାନ ରହିବାକୁ ହେବ । ଅବିବାହିତଙ୍କ ଲାଗି ବିବାହର ଭଲ ପ୍ରସ୍ତାବ ଆସିବ । ଛାତ୍ରଙ୍କ ଲାଗି ସଫଳତାର ନୂଆ ଦ୍ବାର ଖୋଲିବ ।

ସିଂହ:- ନୂଆ ବିଚାର ଆସିବ । ଜୀବନକୁ ସୁନ୍ଦର କରିବା ଲାଗି ଚେଷ୍ଟା କରିବେ । ଏକାଗ୍ରତାରେ କରୁଥିବା କାମର ସଫଳ ହେବେ । ଚାକିରିଜୀବୀଙ୍କୁ ଆର୍ଥିକ ଲାଭ ହେବାର ସମ୍ଭାବନା ।

କନ୍ୟା:- ଆପଣଙ୍କର ସକାରାତ୍ମକ ଚିନ୍ତା ଆପଣଙ୍କୁ ଲାଭ ଦେବ । ବ୍ୟବସାୟୀଙ୍କୁ ନୂଆ ଉତ୍ସ ମିଳିବ । ଅଫିସରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସନୀୟ ହେବ । କୋର୍ଟ କଚେରି ମାମଲାରେ ଆରାମ ପାଇବେ ।

ତୁଳା:- କୌଣସି କଥା ବୁଝିବାରେ ଭୁଲ ହୋଇପାରେ । ଅର୍ଥ ସମ୍ବନ୍ଧରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ । ଜୀବନସାଥୀ ସହଯୋଗରେ କୌଣସି କାମର ସଫଳତା ପାଇବେ । ଦୁଇ ଚକିଆ ଯାନ ସାବଧାନତାର ସହ ଚଳାନ୍ତୁ ।

ବିଛା:- ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଭଲ ରହିବ । ଜୀବନସାଥୀ ସହ ସମ୍ବନ୍ଧ ମଜଭୁତ ହେବ ।

ଧନୁ:- ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଆସିବ । ଯେଉଁମାନେ ଜମି କିଣିବା ପାଇଁ ଭାବୁଛନ୍ତି ସେମାନଙ୍କୁ ଲାଭ ମିଳିବ । ଆପଣଙ୍କ ବିରୋଧୀ ଆପଣଙ୍କ ଠାରୁ ଦୂରତ୍ବ ବଜାୟ ରହିବେ ।

ମକର:- ଆପଣଙ୍କ ଜୀବନରେ ଖୁସିର ଆଗମନ ହେବ । ବେକାରଙ୍କୁ ଭଲ ରୋଜଗାରର ସୁଯୋଗ ମିଳିବ । ଚାକିରିଜୀବୀ ଚାକିରି ବଦଳାଇବା ପାଇଁ ଭାବିବେ । ଦାମ୍ପତ୍ୟ ଜୀବନରେ ନୂତନତ୍ବ ଆସିବ ।

କୁମ୍ଭ:- ସରକାରୀ କାମରେ କୌଣସି ବଡ଼ ଲୋକଙ୍କ ସାହାଯ୍ୟ ପାଇବେ । କୃଷି କ୍ଷେତ୍ରରେ ଥିବା ଲୋକଙ୍କୁ ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ସଂଚାର ହେବ । ଡ଼ାକ୍ତରଙ୍କ ଲାଗି ଦିନଟି ଲାଭପ୍ରଦ ।

ମୀନ:- ଆପଣଙ୍କ ମନ ପ୍ରସନ୍ନ ରହିବ । କାର୍ଯ୍ୟକ୍ଷେତ୍ରରେ ମନପ୍ରାଣ ଦେଇ କାମ କରିବେ । ସାହିତ୍ୟ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ । ଘରୋଇ ସାମଗ୍ରୀ କିଣିବା ପାଇଁ ସହରକୁ ଯିବେ ।

Tags: Horocoperashifala

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • କନିକା କପୁରଙ୍କ ବୈବାହିକ ଜୀବନରେ ଝଡ଼
  • OLX ରେ ଘର ଖୋଜୁଛନ୍ତି କି? ଠକ ମାଆ ପୁଅ ଗିରଫ
  • ଜାଣନ୍ତୁ କାହିଁକି ଲଗାତାର କମୁଛି ସୁନାଦର?

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.