Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁବାଇରେ ପ୍ରତିଷ୍ଠା ହେବ ଆଇଆଇଏମ୍ ଅହମ୍ମଦାବାଦ କ୍ୟାମ୍ପସ୍, ଆଜି ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ

Sanchar Live by Sanchar Live
September 11, 2025
in ଓଡିଶା
0
ଦୁବାଇରେ ପ୍ରତିଷ୍ଠା ହେବ ଆଇଆଇଏମ୍ ଅହମ୍ମଦାବାଦ କ୍ୟାମ୍ପସ୍, ଆଜି ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ
0
SHARES
31
VIEWS
FacebookTwitter

ଭାରତ – ୟୁଏଇ ସମ୍ପର୍କରେ ନୂଆ ଅଧ୍ୟାୟ । ଦୁବାଇରେ ପ୍ରତିଷ୍ଠା ହେବ ଆଇଆଇଏମ୍ ଅହମ୍ମଦାବାଦର କ୍ୟାମ୍ପସ । ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାର ଉଦଘାଟନ କରିବେ । ବୁଧବାର ସିମ୍ ବାୟୋସିସ୍ ଦୁବାଇ କ୍ୟାମ୍ପସରେ ମଧ୍ୟ ସେ ଉଦଘାଟନ କରିଛନ୍ତି । ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜବୁତ୍ କରିବା ଲକ୍ଷ୍ୟ ନେଇ ୟୁଏଇରେ ଭାରତ ପକ୍ଷରୁ ବିଭିନ୍ନ ଶିକ୍ଷାନୁଷ୍ଠାନର କ୍ୟାମ୍ପସ ନିର୍ମାଣ କରାଯାଉଛି । ଏହା ଦ୍ବାରା ଦୁଇ ଦେଶର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଦାନ ପ୍ରଦାନ ହୋଇପାରିବ ।

ସେହିପରି ଆଇଆଇଟି ଦିଲ୍ଲୀ-ଆବୁଧାବୀ କ୍ୟାମ୍ପସ ପରିଦର୍ଶନ କରିବା ସହ ଅଟଳ ଇନକ୍ୟୁବେସନ୍ ସେଣ୍ଟରର ଲୋକାର୍ପଣ କରିଛନ୍ତି । ପିଏଚଡି ଏବଂ ବି.ଟେକ୍ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ ହୋଇଛି । ଆବୁଧାବିର ଶିକ୍ଷା ଏବଂ ଜ୍ଞାନ ବିଭାଗର ଅଧ୍ୟକ୍ଷା ସାରା ମୁସଲ୍ଲମଙ୍କ ସହ ସାକ୍ଷାତ୍ ଓ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ । ସ୍କୁଲ ସ୍ତରରୁ ହିଁ ଷ୍ଟୁଡେଣ୍ଟ୍ ଏକ୍ସଚେଞ୍ଜକୁ ପ୍ରୋତ୍ସାହନ କରାଯିବା ଉପରେ ଗୁରୁତ୍ୱାରୋପ ।

ୟୁଏଇରେ ରହୁଥିବା ପ୍ରବାସୀ ଭାରତୀୟମାନଙ୍କର ଗୁଣାତ୍ମକ ଶିକ୍ଷାର ଆବଶ୍ୟକତା ପୂରଣ ହେବ। ବିଶ୍ବର ବିଭିନ୍ନ ଦେଶ ପକ୍ଷରୁ ଭାରତୀୟ ଶିକ୍ଷାନୁଷ୍ଠାନ ଗୁଡିକର କ୍ୟାମ୍ପସ ଖୋଲିବାକୁ ଅନୁରୋଧ ଆସୁଥିବା କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଦୁବାଇରେ ପ୍ରତିଷ୍ଠା ହେବ IIM ଅହମ୍ମଦାବାଦ କ୍ୟାମ୍ପସ୍, ଆଜି ଉଦଘାଟନ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

Tags: Dharmendrapradhandubaiiim alhabad
ShareTweetShareSend
Sanchar Live

Sanchar Live

Next Post
ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମନୀତି : ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଯାଉଥିଲେ ଜାଣି ରଖ, ଆଜି ୫ଘଣ୍ଟା ଦର୍ଶନ ବନ୍ଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.