Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଖୋଲିଲା ଆଉ ୪ ଗେଟ୍

Sanchar Live by Sanchar Live
August 30, 2024
in ଓଡିଶା
0
ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଖୋଲିଲା ଆଉ ୪ ଗେଟ୍
0
SHARES
16
VIEWS
FacebookTwitter

ସଂଚାର ବ୍ୟୁରୋ: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର  । ଖୋଲିଲା ଆଉ ୪ଟି ଗେଟ୍। ଉପର ମୁଣ୍ଡରେ ଦୁଇଦିନ ହେଲା ବର୍ଷା ଲାଗି ରହିଥିବାରୁ କ୍ରମାଗତ ଭାବେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଫଳରେ ପୁଣି ୪ ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ। ତେବେ ମୋଟ ୬ଟି ଗେଟ୍ ମାଧ୍ୟମରେ ଚାଲିଛି ବନ୍ୟାଜଳ ନିଷ୍କାସନ । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୩.୩୫ ଫୁଟରେ ପହଞ୍ଚିଥିବାବେଳେ ଜଳ ଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୨୬ ହଜାର ୩୩୯ ଘନଫୁଟ ବନ୍ୟାଜଳ। ସେପଟେ ୬ ଟି ଗେଟ୍ ମାଧ୍ୟମରେ ନିଷ୍କାସିତ ହେଉଛି ୧ ଲକ୍ଷ ୨୦ ହଜାର ଘନଫୁଟ ବନ୍ୟା ଜଳ।

Tags: hirakudaodishasamblpur
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ପଞ୍ଝାରେ କନିଷ୍ଠ କିରାଣୀ

ଭିଜିଲାନ୍ସ ପଞ୍ଝାରେ କନିଷ୍ଠ କିରାଣୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.