Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ପ୍ରେମିକ ସାଜିଲା ସୈତାନ : ଦୁଇ ବନ୍ଧୁଙ୍କ ସହ ପ୍ରେମିକାକୁ କଲା ଦୁଷ୍କର୍ମ

Sanchar Live by Sanchar Live
September 14, 2025
in ଅପରାଧ
0
ପ୍ରେମିକ ସାଜିଲା ସୈତାନ : ଦୁଇ ବନ୍ଧୁଙ୍କ ସହ ପ୍ରେମିକାକୁ କଲା ଦୁଷ୍କର୍ମ
0
SHARES
23
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରେମିକ ସାଜିଲା ସୈତାନ ।  ବାହାନା କରି ଲଜ୍ କୁ ଡାକିନେବା ପରେ ଦୁଇ ବନ୍ଧୁଙ୍କ ସହ କଲା ଗଣଦୁଷ୍କର୍ମ ।  ରାଜଧାନୀ ଭୁବନେଶ୍ବରରେ ଚାଞ୍ଚଲ୍ୟ ।  ଅଭିଯୋଗ ପରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ।  ଅଭିଯୁକ୍ତ ହେଲେ ଜଗତସିଂହପୁର ବିରିଡା ଥାନା ଅଞ୍ଚଳର ଚନ୍ଦନ କୁମାର ହାତୀ, ପ୍ରସନ୍ନ କୁମାର ଆଚାର୍ଯ୍ୟ ଓ ତୁମ୍ବା ଅଧେଇସାହିର ରାଜେଶ କୁମାର ଦାସ । ଚନ୍ଦନଙ୍କର ସୋସିଆଲ ମିଡିଆରେ ଜଣେ ଯୁବତୀଙ୍କ ସହ ଚିହ୍ନା ହୋଇଥିଲା ।  ପରେ ସେମାନଙ୍କ ସମ୍ପର୍କ ନିବିଡ ହୋଇଥିଲା ।

ପରେ ଗତ ୧୦ ତାରିଖରେ ଫଟୋସୁଟ୍ କରିବା ବାହାନାରେ ଯୁବତୀଙ୍କୁ ଏକ ଲଜ୍ କୁ ଡାକିଥିଲା ଚନ୍ଦନ ।  ଯୁବତୀ ଜଣକ ପହଁଞ୍ଚିବା ପରେ କୋଲ୍ ଡ୍ରିଙ୍କସ୍ ରେ ନିଶା ମିଶାଇ ନିଆଇ ଦେଇଥିଲେ ।  ପରେ ୩ ଜଣ ମିଶି ଦୁଷ୍କର୍ମ କରିଥିଲେ। ଚେତା ଫେରିବା ପରେ କୌଶଳ କ୍ରମେ ଖସିଆସିଥିଲେ ଯୁବତୀ ।  ୧୧ ତାରିଖରେ ମହିଳା ଥାନାକୁ ଯାଇ ଅଭିଯୋଗ କରିଥିଲେ ।  ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଗତକାଲି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ।

Tags: bhubaneswarcrime
ShareTweetShareSend
Sanchar Live

Sanchar Live

Next Post
ବିଧିବଦ୍ଧ ଭାବେ ଦାୟିତ୍ବ ନେଲେ ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କି

ବିଧିବଦ୍ଧ ଭାବେ ଦାୟିତ୍ବ ନେଲେ ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.