Saturday, July 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ବଢିଲା ସୁନା ଏବଂ ରୁପା ଦର

Sanchar Live by Sanchar Live
September 19, 2025
in ଓଡିଶା
0
ପୁଣି ବଢିଲା ସୁନା ଓ ରୁପା ଦର, ଜାଣନ୍ତୁ ଆଜି କଣ ରହିଛି ଦାମ ?
0
SHARES
97
VIEWS
FacebookTwitter

ପୁଣି ବଢିଲା ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୧,୩୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୨,୦୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୧,୩୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୨,୦୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୧,୩୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୨,୦୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୧,୪୮୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୨,୨୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୧,୬୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୨,୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୧୧,୩୩୦ ଓ ୧,୦୨,୦୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୩,୦୦୦ ଟଙ୍କା ହୋଇଛି।

Tags: goldprice hikesilver
ShareTweetShareSend
Sanchar Live

Sanchar Live

Next Post
ପୂର୍ବ ସରକାରରେ ବନ୍ଦ ହୋଇଥିଲା ସ୍କୁଲ, ନୂଆ ସରକାର ଖୋଲୁଛନ୍ତି

ପୂର୍ବ ସରକାରରେ ବନ୍ଦ ହୋଇଥିଲା ସ୍କୁଲ, ନୂଆ ସରକାର ଖୋଲୁଛନ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ମହାପ୍ରଭୁଙ୍କୁ ଲାଗିହେବ ଫୁଲୁରୀ ତେଲ
  • ବେଦାନ୍ତ ଲାଞ୍ଜିଗଡର ନୂତନ ସିଲେଇ ବ୍ୟାଚ୍‍ ଉନ୍ନତ ଦକ୍ଷତା, ଉଦ୍ୟମିତା ଏବଂ ଅର୍ଥନୈତିକ ସ୍ୱାଧୀନତା ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରୁଛି
  • ଘରୁ ବାହାରିବା ପୂର୍ବରୁ ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ଭୁଲରେ ଵି ଲଗାନ୍ତୁନି ଏହିସବୁ ଜିନିଷ, ନହେଲେ ଭର୍ତ୍ତି ହୋଇଯିବ ବ୍ରଣ
  • ମୁମ୍ବାଇରେ ପ୍ରବଳ ବର୍ଷା: ୩ ଦିନରେ ଗଲାଣି ୫ ଜୀବନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.