Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପଛକୁ ପଛ ଦୁଇଟି ଲଘୁଚାପ

Sanchar Live by Sanchar Live
September 22, 2025
in ଓଡିଶା
0
ରାଜ୍ୟରେ ୧୪ ତାରିଖ ଯାଏଁ ଲାଗି ରହିବ ବର୍ଷା
0
SHARES
29
VIEWS
FacebookTwitter

ଭିଜୁଛି ଓଡ଼ିଶା । ଭିଜିବ ପାର୍ବଣ । ଆସୁଛି ପଛକୁ ପଛ ଦୁଇଟି ଲଘୁଚାପ । ଉତ୍ତର ଆଣ୍ଡାମାନ ଓ ସଂଲଗ୍ନବର୍ତ୍ତୀ ମିଆଁମାର ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି  ।  ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତରବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି  ।  ସେହିପରି ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି  ।  ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ  । ୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ । ୨୭ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ଲଘୁଚାପ ପ୍ରଭାବରେ ୭ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ଆସନ୍ତାକାଲି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆସନ୍ତାକାଲି ୧୨ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ  ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.