Sunday, October 18, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହି ରାଶିର ଲୋକଙ୍କୁ ମିଳିବ ଖୁସି ଖବର

Sanchar Live by Sanchar Live
September 24, 2025
in ଜୀବନ ଶୈଳୀ
0
ଆଜି ଏହି ରାଶିର ଲୋକଙ୍କୁ ମିଳିବ ଖୁସି ଖବର
0
SHARES
48
VIEWS
FacebookTwitter

ମେଷ: ଦିନଟି ଶୁଭମୟ ରହିବ । କଠିନ କାମ ସହଜରେ ସଂପୂର୍ଣ୍ଣ କରିବେ। ଜୀବନସାଥୀ ଠାରୁ କୌଣସି ଉପହାର ପାଇବେ । ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ । ସାମାଜିକ ସ୍ତରରେ ଲୋକ ପ୍ରିୟତା ବଢ଼ିବ । ‌

ବୃଷ: ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ ହେବାର ଯୋଗ ଅଛି। ରାଜନୀତିରେ ବଡ଼ ଲୋକଙ୍କ ସହ ମିଳାମିଶା ବଢ଼ିବ। ସ୍ବାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ । ଧନପ୍ରାପ୍ତିର ଯୋଗ ରହିଛି । ‌

ମିଥୁନ: ବ୍ୟବସାୟର ଲାଭ ମିଳିବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଭଲ ରହିଛି । ରଙ୍ଗମଞ୍ଚ କ୍ଷେତ୍ରରେ ଥିବା ଲୋକମାନେ ନିଜର କୌଶଳ ଦେଖାଇବାର ବଡ଼ ଉପଲବ୍ଧି ହାସଲ କରିବେ। ‌

କର୍କଟ: ସ୍ବାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଜୀବନସାଥୀଙ୍କ ସହ ବାହାରେ ଭ୍ରମଣ କରିବେ । କଥା କହିବା ସମୟରେ ସଞ୍ଜମତା ରକ୍ଷା କରନ୍ତୁ । ‌

ସିଂହ: ଆପଣଙ୍କୁ କିଛି ଏଭଳି କାମ ଦିଆଯିବ। ଯାହା ଚାଲେଞପୂର୍ଣ୍ଣ ହେବ। ତାହାକୁ ସଫଳତା ପୂର୍ବକ କରିବାକୁ ଚେଷ୍ଟା କରିବେ। ଚାକିରରେ ପଦୋନ୍ନତି ସହ ଆୟ ବୃଦ୍ଧି ହେବ। ବ୍ୟବସାୟରେ ନୂଆ ଅନୁଭବ ପ୍ରାପ୍ତ ହେବ।‌

କନ୍ୟା: ଭାଗ୍ୟ ଆପଣଙ୍କୁ ସାଥ ଦେବ। କାର୍ଯ୍ୟକ୍ଷେତ୍ରରେ ମିଶ୍ରିତ ପରିଣାମ ପ୍ରାପ୍ତ ହେବ। ଜୀବନସାଥୀର ଦୃଷ୍ଟିକୋଣ ବୁଝି ବ୍ୟକ୍ତିଗତ ସମସ୍ୟା ସମାଧାନ କରିବେ। ରୋଷଇ ପାଇଁ ଜରୁରୀ ଜିନିଷ କିଣିବେ । ‌

ତୁଳା: କାହାରି ସହିତ ଅତିଶୀଘ୍ର ବନ୍ଧୁତା କରନ୍ତୁ ନାହିଁ। ଥଟ୍ଟା ମଜାର କହିବା କଥାକୁ ନେଇ ନାରାଜ ହୁଅନ୍ତୁ ନାହିଁ। କୌଣସି ଗୁପ୍ତ ରହସ୍ୟ ଜାଣି ପାରବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ‌

ବିଛା: ପୂଜାପାଠରେ ସମୟ ବିତିବ। ଭାଇର ମହତ୍ବପୂର୍ଣ୍ଣ କାର୍ଯ୍ୟରେ ସାହାଯ୍ୟ କରିବେ। ଆପଣଙ୍କ ଅଧୁରା କାମ ପୂରା କରିବାରେ କାହାରି ସାହାଯ୍ୟ ନେବେ। ଅର୍ଥ ନେବା ଦେବାରେ ସାବଧାନତା ଅବଲମ୍ବନ କରନ୍ତୁ।

ଧନୁ:: ବ୍ୟବସାୟ ସଂପର୍କିତ ଯୋଜନା ଯଥେଷ୍ଟ ଆକର୍ଷିତ ହେବ। ଲୋକମାନଙ୍କ ସହିତ କଥାବାର୍ତ୍ତା ବେଳେ ତାଙ୍କ ଶଦ୍ଦକୁ ଭଲଭାବେ ଶୁଣନ୍ତୁ। ଆର୍ଥିକ ବିଷୟରେ ବନ୍ଧୁର ସାହାଯ୍ୟ ନେବେ।

ମକର: ଜୀବନସାଥୀର ଅସୀମ ପ୍ରେମ ଓ ସମର୍ଥନ ଆପଣଙ୍କ ପ୍ରେମକୁ ଆହୁରି ମଜଭୁତ କରିବ। ଆପଣ ନିଜକୁ ଶକ୍ତଶାଳୀ ଅନୁଭବ କରିବେ। ପ୍ରେମିକ ସହ ଆପଣଙ୍କ ମନ ପସନ୍ଦ ଜାଗାକୁ ବୁଲି ଯିବେ।

କୁମ୍ଭ: ଆପଣଙ୍କ ଇଚ୍ଛାରେ ଆପଣ କାହାରିକୁ ସାହାଯ୍ୟ କରିବେ। କାରବାର ଲାଗି ଅନୁଭବୀ ବ୍ୟକ୍ତିଙ୍କ ସହ ବିଚାର ବିମର୍ଶ କରିବେ। ଆପଣଙ୍କ ଆୟ ବୃଦ୍ଧି ହେବାର ପ୍ରବଳ ସମ୍ଭାବନା।

ମୀନ: ନିଜ ସ୍ବାସ୍ଥ୍ୟର ବିଶେଷ ଧ୍ୟାନ ରଖିବାକୁ ହେବ। କୌଣି କାମକୁ ନେଇ ଜିଦ୍ କଲେ କାମ ବିଗିଡ଼ି ପାରେ। କୌଣସି ଶୁଭ ଖବର ପାଇବା ଯୋଗୁଁ ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ପାଣି ପାଣି ହେବ ଦଶହରା, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ପାଣି ପାଣି ହେବ ଦଶହରା, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କୁମାର ପୂର୍ଣ୍ଣିମା ଦିନ ଧାର୍ଯ୍ୟକୁ ନେଇ ପୁଣି ଦ୍ୱନ୍ଦ୍ୱ
  • ଶପଥ ନେଲେ ନୂଆ ରାଜ୍ୟପାଳ
  • ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା
  • ପୂଜା ମଣ୍ଡପରେ ଦଳାଚକଟା ଘଟଣା: ଦୋଷୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ
  • କୋଲକାତା ଦୁର୍ଗାପୂଜାରେ ଅଘଟଣ: ୧୮ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.