Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଇତିହାସ ରଚିଲେ ଜୋ ରୁଟ୍

Sanchar Live by Sanchar Live
August 30, 2024
in କ୍ରୀଡ଼ା
0
ଇତିହାସ ରଚିଲେ ଜୋ ରୁଟ୍
0
SHARES
1
VIEWS
FacebookTwitter

ସଂଚାର ବ୍ୟୁରୋ: ଇଂଲଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ ଜୋ ରୁଟ ନିଜ ନାମରେ ଆଉ ଏକ କୀର୍ତିମାନ ଯୋଡିଛନ୍ତି । ସେ ଇଂଲଣ୍ଡ ପକ୍ଷରୁ ଆନ୍ତର୍ଜାତୀୟ ଟେଷ୍ଟରେ ସର୍ବାଧିକ ଶତକ ହାସଲ କରିବା ଗୌରବ ଅର୍ଜନ କରିଛନ୍ତି । ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ଅବସରରେ ସେ ତାଙ୍କ କ୍ୟାରିୟରର ୩୩ତମ ଶତକ ହାସଲ କରିଥିଲେ । ସେ ଏଥିସହ ନିଜ ଦେଶର ଆଲିଷ୍ଟର କୁକଙ୍କ ରେକର୍ଡ ସହ ସମକକ୍ଷ ହୋଇଥିଲେ ।

ତେବେ କୁକ ୨୯୧ ଇନିଂସରେ ଏହି ସଫଳତା ହାସଲ କରିଥିବା ବେଳେ ରୁଟ ୨୬୪ ଇନିଂସରେ ଏହାର ସମକକ୍ଷ ହୋଇଛନ୍ତି ।

କୁକ ୧୬୧ ଟେଷ୍ଟରେ ୨୯୧ ଇନିଂସରେ ୧୨୪୭୨ ରନ କରିଥିବା ବେଳେ ରୁଟ ୨୬୪ ଇନିଂସରେ ୧୨୨୭୪ ରନ ସଂଗ୍ରହ କରିଛନ୍ତି । ସେ କୁକଙ୍କ ଆଉ ଏକ ରେକର୍ଡ ଭାଙ୍ଗିବାର ନିକଟତର ହୋଇଛନ୍ତି । ରୁଟ ଏବେ ଭାରତର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଟେଷ୍ଟ ରେକର୍ଡ ଭାଙ୍ଗିବା ପାଇଁ ଜୋରସୋରରେ ଉଦ୍ୟମ କରୁଛନ୍ତି ।

Tags: cricketenglandjoe root
ShareTweetShareSend
Sanchar Live

Sanchar Live

Next Post
ଆସିଲା ନୂଆ ଅବକାରୀ ନୀତି

ଆସିଲା ନୂଆ ଅବକାରୀ ନୀତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.