Sunday, March 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦିନିକିଆ ଝାରସୁଗୁଡ଼ା ଗସ୍ତ

Sanchar Live by Sanchar Live
September 26, 2025
in ଓଡିଶା
0
ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦିନିକିଆ ଝାରସୁଗୁଡ଼ା ଗସ୍ତ

Oplus_131072

0
SHARES
14
VIEWS
FacebookTwitter

ଆସନ୍ତା ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ବହୁ ପ୍ରକଳ୍ପ ଭେଟି ଦେବାକୁ ଥିବାବେଳେ ଓଡ଼ିଶାକୁ କେବଳ ୧୭୦୦କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଭେଟି ଦେବେ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଓଡ଼ିଶାରେ ରେଳ ଭିତ୍ତିଭୂମି ସୁଦୃଢ଼ ହେବା ସହ ସଂଯୋଗୀକରଣ ବୃଦ୍ଧି ପାଇବ, ମାଲ୍‌ ପରିବହନ ଓ ଯାତ୍ରୀ ପରିବହନରେ ବଡ଼ଧରଣର ପରିବର୍ତ୍ତନ ଆସିବ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ସହର ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ୨୭୩କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହି ଫ୍ଲାଇଓଭର ହେଲେ ସରଲା ଷ୍ଟେସନର ବହୁଦିନର ସମସ୍ୟା ଦୂର ହେବ। ସମ୍ବଲପୁର-ଝାରସୁଗୁଡ଼ା ସେକ୍ସନରେ ସୁଗମ ଏବଂ ନିରବଚ୍ଛିନ୍ନ ରେଳ ଯାତାୟାତ ସୁନିଶ୍ଚିତ କରାଯାଇପାରିବ। ଏହି ସେକ୍ସନ କୋଇଲା, ଖଣିଜ ପଦାର୍ଥ ଏବଂ ଶିଳ୍ପ ମାଲ୍‌ ପରିବହନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାର୍ଗ।

ସେହିପରି କୋରାପୁଟ- ବାଇଗୁଡ଼ା ୩୪କିମି ରେଳ ଲାଇନ୍‌ର ଦୋହରୀକରଣ ପାଇଁ ୪୮୧  କୋଟି ଟଙ୍କାର ପ୍ରକଳ୍ପ, ମାନାବାର- କୋରାପୁଟ- ଗୋରାପୁର ୮୨କିମି ରେଳ ଲାଇନ୍‌ର ଦୋହରୀକରଣ ପାଇଁ ୯୫୫କୋଟି ପ୍ରକଳ୍ପର ଲୋକାର୍ପଣ କରିବେ। ଏହି ପ୍ରକଳ୍ପ ବୈଲାଡିଲା ଖଣିରୁ ସାରା ଦେଶର ଇସ୍ପାତ କାରଖାନାକୁ ଲୁହାପଥରର ଦ୍ରୁତ ପରିବହନକୁ ସୁଗମ କରିବାରେ ଲାଭଦାୟକ ପ୍ରମାଣିତ ହେଉଛି। ଏହି ପ୍ରକଳ୍ପ ଦ୍ୱାରା ଓଡ଼ିଶାର କୋରାପୁଟ ଏବଂ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲ୍ଲା ବିଶେଷ ଭାବେ ଉପକୃତ ହେବ। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଏବଂ ଉଧନା (ସୁରତ) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ, ଯାହା ସିଧାସଳଖ ଓଡ଼ିଶାକୁ ଗୁଜରାଟ ସହିତ ସଂଯୋଗ କରିବ।

Tags: jharsugudanarendramodi
ShareTweetShareSend
Sanchar Live

Sanchar Live

Next Post
ବିଭିନ୍ନ ବିଭାଗରେ ନିୟୋଜିତ ୧୫ ବର୍ଷରୁ ଅଧିକ ପୁରୁଣା ୬ ହଜାର ଗାଡ଼ିକୁ ସ୍କ୍ରାପିଂ କରିବେ ସରକାର

ବିଭିନ୍ନ ବିଭାଗରେ ନିୟୋଜିତ ୧୫ ବର୍ଷରୁ ଅଧିକ ପୁରୁଣା ୬ ହଜାର ଗାଡ଼ିକୁ ସ୍କ୍ରାପିଂ କରିବେ ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଉ ରହିବନି ଚିନ୍ତା, ଆସିଲା ଗ୍ୟାସ
  • BJD ରୁ ୬ ବିଧାୟକଙ୍କ ନିଲମ୍ବନ : ଜାଣନ୍ତୁ କିଏ କଣ କହିଲେ?
  • ଖସୁଛି ସୁନା ଦର, ଜାଣନ୍ତୁ ଶେଷ ସପ୍ତାହରେ କେତେ କମିଲା?
  • ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
  • ଜଗା ଦର୍ଶନ ପାଇଁ ଲମ୍ବା ଲାଇନ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.