ସଂଚାର ବ୍ୟୁରୋ: ମହାମାୟାଙ୍କ ମହାଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜଗତଜନନୀ ମାଆ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ । ନବରାତ୍ରୀର ନବମ ଦିବସରେ ମାଆ ସିଦ୍ଧିଦାତ୍ରୀଙ୍କୁ କୋଟି କୋଟି ପ୍ରଣାମ ଜଣାଇଛନ୍ତି । ସମସ୍ତଙ୍କୁ ଅନନ୍ୟ, କୃପା ଓ ଦୟାରେ ଭରିଦେଉ ବୋଲି କହିଛନ୍ତି ମୋହନ।