Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାଲକାନଗିରିରେ ବର୍ଷା ବିତ୍ପାତ

Sanchar Live by Sanchar Live
August 31, 2024
in ଓଡିଶା
0
ମାଲକାନଗିରିରେ ବର୍ଷା ବିତ୍ପାତ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ମାଲକାନଗିରିରେ ବର୍ଷା ବିତ୍ପାତ । କାଙ୍ଗୁରକୋଣ୍ଡା ଓ କନ୍ୟାଶ୍ରମ ପୋଲ ଉପରେ ଚାଲିଛି ପାଣି । ୨ ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ମାଲକାନଗିରିରୁ ମୋଟୁ ଓ ପଡ଼ିଆକୁ ଯାତାୟାତ ଠପ ହୋଇ ଯାଇଛି । ୩୨୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଛି । ପୋଲୋର ଉଭୟ ପାର୍ଶ୍ବରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଛି ।

କନ୍ୟାଶ୍ରମ ବ୍ରିଜ ଉପରେପାଣି ଚାଲୁଥିବାରୁ କାଲିମେଳାରୁ ପଡିଆକୁ ଯାତାୟତ ବନ୍ଦ ରହିଛି। ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି । ଗତକାଲି ଅପରାହ୍ଣରୁ ଆରମ୍ଭ ହୋଇଥିଲା ପ୍ରବଳ ବର୍ଷା ।

ଅନ୍ୟପଟେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲା ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୫ ଜିଲ୍ଲା ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମକୁ ରହିଛି ୟେଲୋ ଆଲର୍ଟ । ଲଘୁଚାପ ପ୍ରଭାବ ଯୋଗୁଁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡିଶାରେ ଲାଗିରହିବ ବର୍ଷା ।

Tags: malkangirirain
ShareTweetShareSend
Sanchar Live

Sanchar Live

Next Post
ବେକରେ ଗାମୁଛା ଲଗାଇ ଝୁଲିପଡିଲେ ହାବିଲଦାର

ବେକରେ ଗାମୁଛା ଲଗାଇ ଝୁଲିପଡିଲେ ହାବିଲଦାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.