Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା ଜାଲିଆତିର ଖୋଲୁଛି ଗୁମର

Sanchar Live by Sanchar Live
October 5, 2025
in ଓଡିଶା
0
ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା ଜାଲିଆତିର ଖୋଲୁଛି ଗୁମର
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀର ଖୋଲୁଛି ଗୁମର । ଘଟଣାର କିଙ୍ଗପିନ୍ ଶଙ୍କର ପୃଷ୍ଟିକୁ ଖୋଜୁଛି କ୍ରାଇମବ୍ରାଞ୍ଚ । କେବେ ଧରାପଡିବ ମାଷ୍ଟରମାଇଣ୍ଡ ? ପଞ୍ଚସଫ୍ଟ ଟେକ୍ନୋଲୋଜି ପ୍ରାଇଭେଟ୍ ଲିମିଟେଡ୍ ଅଫିସରୁ କାଗଜପତ୍ର ଓ ହାର୍ଡଡିସ୍କ ଜବତ ହୋଇଛି । ଅନେକ ଡିଜିଟାଲ ପ୍ରମାଣ ସଂଗ୍ରହ କରି କିଛି ସୁରାକ୍ ପାଇଛି କ୍ରାଇମବ୍ରାଞ୍ଚ । ବ୍ରହ୍ମପୁର, ଭୁବନେଶ୍ବର ଓ ଦିଲ୍ଲୀରେ ଶଙ୍କରକୁ ଖୋଜୁଛି ଟିମ୍ ।  ପୋଲିସ ଏସଆଇ କେଳେଙ୍କାରୀ ପରେ ଶଙ୍କର ଓ ଦଲାଲ ମୁନା ଫେରାର ଅଛନ୍ତି ।

ସେପଟେ ସିଲିକନ୍ ର ସିଇଓ ସୁରେନ୍ଦ୍ର ନାୟକଙ୍କୁ ଜେରା କରି ଅନେକ ତଥ୍ୟ ପାଇଛି କ୍ରାଇମବ୍ରାଞ୍ଚ । ସିଲିକନ୍ ଠାରୁ ପ୍ରଶ୍ନପତ୍ର ପ୍ରସ୍ତୁତ ଦାୟିତ୍ବ ଶଙ୍କରର ପଞ୍ଚସଫ୍ଟ ନେଇଥିଲା । ବିଭିନ୍ନ ସ୍ଥାନରୁ ଆଶାୟୀ ପରୀକ୍ଷାର୍ଥୀ ଯୋଗାଡ କରି ଟ୍ରେନିଂ ବାହାନାରେ ମୋଟା ଅଙ୍କ ଆଦାୟ କରୁଥିଲା । ଏହାସହ ଗିରଫ ବିଶ୍ଵ ରଞ୍ଜନ ଠାରୁ ମଧ୍ୟ କ୍ରାଇମ୍ ବ୍ରାଞ୍ଚ ଅନେକ ତଥ୍ୟ ପାଇଛି । ଶଙ୍କରକୁ ଖୋଜିବାକୁ ଏକାଧିକ ଟିମ୍ ଲାଗିଛି ।  ପୋଲିସ ଏସଆଇ ପରୀକ୍ଷା ନିଯୁକ୍ତ ଜାଲିଆତିରେ ଗିରଫଦାରୀ ସଂଖ୍ୟା ୧୨୦ରେ ପହଂଚିଛି । ଆଗକୁ ଆହୁରି ଗିରଫଦାରୀ ସଂଖ୍ୟା ବଢିବ ।

Tags: job scamodishasi exam
ShareTweetShareSend
Sanchar Live

Sanchar Live

Next Post
ଜାପାନରେ ଶକ୍ତିଶାଳୀ ଭୂକମ୍ପର ଝଟକା

ଜାପାନରେ ଶକ୍ତିଶାଳୀ ଭୂକମ୍ପର ଝଟକା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.