Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୧୦ରେ ଆଉ ଏକ ଘୂର୍ଣ୍ଣିବଳୟ, ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ପ୍ରବଳ ବର୍ଷା

Sanchar Live by Sanchar Live
October 9, 2025
in ଓଡିଶା
0
୧୦ରେ ଆଉ ଏକ ଘୂର୍ଣ୍ଣିବଳୟ, ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ପ୍ରବଳ ବର୍ଷା
0
SHARES
33
VIEWS
FacebookTwitter

ସଂଚାର ବ୍ୟୁରୋ: ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୯ ତାରିଖ ଯାଏ ଏହା ସକ୍ରିୟ ରହିବ । ରାଜ୍ୟରେ ଜାରି ରହିବ ବଜ୍ରପାତ ଜନିତ ବର୍ଷା । ବିଶେଷକରି ଉପକୂଳ ଓ ଉତ୍ତର-ଆଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ ।  ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ପ୍ରଭାବ ।  ଏଥିସହ ୧୦ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ। ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ପାଇଁ ଆଜି ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୩ ଜିଲ୍ଲା ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ସେହିପରି ଗତକାଲି ରାଜଧାନୀରେ ପ୍ରବଳ ବର୍ଷା ହୋଇଥିଲା । ଭୁବନେଶର ଆକାଶରେ ହଠାତ ଘୋଟି ଆସିଲା କଳାହାଣ୍ଡିଆ ମେଘ ।  ଏହା ପରେ ଆରମ୍ଭ ହୋଇଥିଲା ବିଜୁଳି ଏବଂ ଘଡ଼ଘଡ଼ି ସହ ବର୍ଷା । ରାସ୍ତାରେ ଲହଡ଼ି ମାରୁଥିଲା ପାଣି । ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଥିଲା । ସକଳେ ଆଜି ଖରା ପାଗ ହୋଇଥିଲା । କିନ୍ତୁ ଦିନ ପ୍ରାୟ ସାଢେ ୧୨ ଟା ପରେ ହଠାତ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ବିଶ୍ବସ୍ତରୀୟ ହେବ ମା’ ସମଲେଶ୍ବରୀ ପୀଠ : ମୁଖ୍ୟମନ୍ତ୍ରୀ

ବିଶ୍ବସ୍ତରୀୟ ହେବ ମା’ ସମଲେଶ୍ବରୀ ପୀଠ : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.