Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇପାରନ୍ତି ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ

Sanchar Live by Sanchar Live
October 11, 2025
in ରାଜନୀତି
0
ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇପାରନ୍ତି ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ
0
SHARES
48
VIEWS
FacebookTwitter

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବଡ଼ ଟ୍ବିଷ୍ଟ୍ । ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇପାରନ୍ତି ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ଖୁବଶୀଘ୍ର ଜୟ ବିଜେପିରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି । ଜୟ ଢୋଲକିଆ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିପାରନ୍ତି । ବିଜେପିରେ ମିଶିବା ପରେ ଜୟ ଢୋଲକିଆଙ୍କୁ ଭାରତୀୟ ଜନତା ପାର୍ଟି ପକ୍ଷରୁ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି ।

ସେପଟେ ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ରାଜନୈତିକ ଦଳ ଭାବେ ପ୍ରାର୍ଥୀ ଘୋଷଣା କରିଛି । କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି । ତେବେ ବିଜେଡି କିମ୍ବା ବିଜେପି ଏପର୍ଯ୍ୟନ୍ତ ତା’ର ପ୍ରାର୍ଥୀ ଘୋଷଣା କରିନି ।

ନଭେମ୍ବର ୧୧ ତାରିଖରେ ହେବ ନୂଆପଡ଼ା ଉପନିର୍ବାଚନ । ସେହିପରି ନଭେମ୍ବର ୧୪ରେ ଭୋଟ୍ ଗଣତି ହେବ । ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅକ୍ଟୋବର ୨୦ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ସେହିପରି ଅକ୍ଟୋବର ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ଅକ୍ଟୋବର ୨୪ରେ ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ରହିଛି ।

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଖାଲି ପଡିଛି ନୂଆପଡ଼ା ଆସନ । ସେପ୍ଟେମ୍ବର ୮ରେ ତାଙ୍କର ଦେହାନ୍ତ ହୋଇଥିଲା । ବିଧାୟକ ରାଜେନ୍ଦ୍ର ଢୋଲକିଆ ଚାରିଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପ୍ରଥମେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ି ବିଧାନସଭାକୁ ଯାଇଥିଲେ । ପରେ ବିଜେଡିରୁ ତିନିଥର ବିଧାୟକ ହୋଇଥିଲେ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ । ଗତ ବିଜେଡି ସରକାରରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ଥିଲେ ଢୋଲକିଆ । ତାଙ୍କର ଦେହାନ୍ତ ହେବା ପରେ ନୂଆପଡ଼ାରେ ଉପନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ସରଗରମ ରାଜନୀତି । ସବୁ ରାଜନୈତିକ ଦଳର ଫୋକସ ଏବେ ନୂଆପଡା ବିଧାନସଭା ଆସନ ।

Tags: bjpJay dholkiaodisha politics
ShareTweetShareSend
Sanchar Live

Sanchar Live

Next Post
କାର୍ତ୍ତିକ ମାସ ଆରମ୍ଭରୁ ଡରାଇଲାଣି ପରିବା ଦର

କାର୍ତ୍ତିକ ମାସ ଆରମ୍ଭରୁ ଡରାଇଲାଣି ପରିବା ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.