Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଯୁବକ ଯୁବତୀଙ୍କ ଦକ୍ଷତା ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକୁ ପ୍ରଶଂସା କଲେ ରାଜ୍ୟପାଳ

Sanchar Live by Sanchar Live
October 17, 2025
in ଓଡିଶା
0
ଯୁବକ ଯୁବତୀଙ୍କ ଦକ୍ଷତା ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକୁ ପ୍ରଶଂସା କଲେ ରାଜ୍ୟପାଳ
0
SHARES
26
VIEWS
FacebookTwitter

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ସାମ୍ବାଦିକଙ୍କ ସହ ଆଲୋଚନା କରିବା ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ରାଜ୍ୟପାଳ ।

ସେ କହିଛନ୍ତି, “ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପେଟ୍ରୋଲିୟମ ଓ ଦକ୍ଷତା ବିକାଶ ମନ୍ତ୍ରୀ ଥିବାବେଳେ ଦକ୍ଷତା ବିକାଶ କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଛନ୍ତି । ଓଡ଼ିଶା ଓ ଆନ୍ଧ୍ର ସମେତ ବିଭିନ୍ନ ରାଜ୍ୟରେ ଅନେକ ଦକ୍ଷତା ବିକାଶ କେନ୍ଦ୍ର ଖୋଲାଯାଇଛି । ବିଭିନ୍ନ ତୈଳ କମ୍ପାନୀଙ୍କ ସହଯୋଗରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ୫ ଟି ଦକ୍ଷତା ବିକାଶ କେନ୍ଦ୍ର ଖୋଲିଛି । ଯାହାକି ରାଜ୍ୟର ଯୁବକ ଯୁବତୀଙ୍କ ଦକ୍ଷତା ବିକାଶ କ୍ଷେତ୍ରରେ ବେଶ ସହାୟକ ହେଉଛି ।”

ରାଜଭବନରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା ବେଳେ ଅନେକ ଦିଗକୁ ନେଇ ଗୁରୁତ୍ଵପୂର୍ଣ୍ଣ ମନ୍ତବ୍ୟ ରଖିଛନ୍ତି । ସୀମା ବିବାଦକୁ ନେଇ ରାଜ୍ୟପାଳ କହିଛନ୍ତି, “ଲୋକଙ୍କ ଉପରେ ନିଷ୍ପତ୍ତି ଛାଡ଼ିଦେବା ଉଚିତ । ସୀମାବର୍ତ୍ତୀ ଲୋକେ ହୁଏତ ଦୁଇ ରାଜ୍ୟର ସମସ୍ତ ସୁବିଧା ପାଉଛନ୍ତି । କିନ୍ତୁ ଉଭୟ ରାଜ୍ୟ ଆପୋଷ ଆଲୋଚନା ମଧ୍ୟରେ ସୀମା ବିବାଦର ସମାଧାନ ହୋଇପାରେ ।”

ବିଶ୍ଵବିଦ୍ୟାଳୟଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନରେ ପଦବୀ ଖାଲି ରହିଛି ତାହା ପୂରଣ କରିବା ପାଇଁ ସରକାରଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି ରାଜ୍ୟପାଳ । ମନ୍ତ୍ରୀ ପରିଷଦ ଖାଲି ପ୍ରସଙ୍ଗରେ ରାଜ୍ୟପାଳ କହିଛନ୍ତି, “ତାହା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ନିଷ୍ପତ୍ତି ।” ରାଜ୍ୟରେ ବିଭିନ୍ନ ନିଗମ ବୋର୍ଡ ଓ କମିଶନରେ ଖାଲିଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି ରାଜ୍ୟପାଳ ।

Tags: dharmendra pradhangovernerodisha
ShareTweetShareSend
Sanchar Live

Sanchar Live

Next Post
ପ୍ରତିଦିନ ରସୁଣ ଖାଇଲେ ମିଳିବ ଏହି ଫାଇଦା

ପ୍ରତିଦିନ ରସୁଣ ଖାଇଲେ ମିଳିବ ଏହି ଫାଇଦା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.