Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପଡ଼ିଲାଣି କୁହୁଡ଼ି, ଆରମ୍ଭ ହେଲାଣି ଶୀତ

Sanchar Live by Sanchar Live
October 21, 2025
in ଓଡିଶା
0
ପଡ଼ିଲାଣି କୁହୁଡ଼ି, ଆରମ୍ଭ ହେଲାଣି ଶୀତ
0
SHARES
37
VIEWS
FacebookTwitter

ସଂଚାର ବ୍ୟୁରୋ: ଚାଲିଛି ଧର୍ମମାସ କାର୍ତ୍ତିକ । ରାଜ୍ୟରେ କମିଛି ବର୍ଷାର ପ୍ରକୋପ । ଆଗକୁ ବି ଲଘୁଚାପ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ତଥାପି ଅନେକ ସ୍ଥାନରେ ପାଗ ଶୁଖିଲା ରହିଛି । ଏହାରି ଭିତରେ ସୁନ୍ଦରଗଡ ଜିଲ୍ଲା ବଣାଇରେ ଚଳିତ ବର୍ଷରେ ପ୍ରଥମ ଥର ପାଇଁ ଅନୁଭୂତ ହୋଇଛି କୁହୁଡି ସାଙ୍ଗକୁ ଶୀତ । କୁହୁଡ଼ି ଏତେ ମାତ୍ରାରେ ହୋଇଛି ଯେ ୧୦୦ ମିଟର ଦୂର ପର୍ଯ୍ୟନ୍ତ କିଛି ଦେଖାଯାଉନାହିଁ। ଲୋକମାନେ ରାସ୍ତାରେ ଗାଡ଼ି ଚଳାଇ ଯିବା ଆସିବା କରୁଛନ୍ତି । ଲୋକମାନେ ହାଲୁକା ଶୀତର ମଜା ନେବା ସହ ଶୀତ ବସ୍ତ୍ର ପିନ୍ଧିବା ଆରମ୍ଭ କଲେଣି । ଏଣୁ ଚଳିତ ବର୍ଷ ଭଲ ବର୍ଷା ହୋଇଥିବାରୁ ପାରଦ ଖସିବ ବୋଲି ଆଶା କରିଛନ୍ତି ସ୍ଥାନୀୟଲୋକ।

Tags: odishawinter
ShareTweetShareSend
Sanchar Live

Sanchar Live

Next Post
ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବିଏସଏଫ ଯବାନ ମୃତ, ୬ ଗୁରୁତର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.