Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସମୁଦ୍ରରୁ ଶକ୍ତି ସଂଗ୍ରହ କରି ମାଡ଼ି ଆସୁଛି ବାତ୍ୟା ମୋନ୍ଥା

Sanchar Live by Sanchar Live
October 28, 2025
in ଓଡିଶା
0
ସମୁଦ୍ରରୁ ଶକ୍ତି ସଂଗ୍ରହ କରି ମାଡ଼ି ଆସୁଛି ବାତ୍ୟା ମୋନ୍ଥା
0
SHARES
25
VIEWS
FacebookTwitter

ସଂଚାର ବ୍ୟୁରୋ: ସମୁଦ୍ରରୁ ଶକ୍ତି ସଂଗ୍ରହ କରି ମାଡ଼ି ଆସୁଛି ବାତ୍ୟା ମୋନ୍ଥା । ଆଜି ସକାଳେ ସିଭୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ ମୋନ୍ଥା । ଘଣ୍ଟାକୁ ୧୭ କିଲୋମିଟର ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ମଛଲିପଟନମ ଠାରୁ ୨୩୦, କାକିନାଡ଼ା ଠାରୁ ୩୧୦ କିମି ଦୂରରେ ରହିଛି  ।  ଏବେ ଗୋପାଳପୁର ଠାରୁ ୫୭୦ କିଲୋମିଟର ଦୂରରେ ରହିଛି ବାତ୍ୟା ।  ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି । ଘଣ୍ଟାକୁ ୯୦ ରୁ ୧୦୦ କିଲୋମିଟର ବେଗରେ ପବନ ବହୁଛି । ଝଟକା ପବନର ବେଗ ରହିଛି ୧୧୦ କିଲୋମିଟର । ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ମଧ୍ୟରେ କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବ।  ଲ୍ୟାଣ୍ଡଫଲ ବେଳେ ପବନର ବେଗ ରହିବ ଘଣ୍ଟାପ୍ରତି ୯୦ ରୁ ୧୦୦ କିଲୋମିଟର । ଝଟକା ବପନର ବେଗ ୧୧୦ କିମି ହୋଇପାରେ । ଲ୍ୟାଣ୍ଡଫଲ ପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଦୁର୍ବଳ ହେବ ବାତ୍ୟା ମୋନ୍ଥା । ଛତିଶଗଡ଼ ମୁହାଁ ହୋଇ ଦୂର୍ବଳ ହେବ ।

ସେପଟେ ମୋନ୍ଥା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ପବନ ଲାଗି ରହିଛି । ଉପକୂଳ ଓଡ଼ିଶାରେ ମଧ୍ୟ ସ୍ଥାନେ ସ୍ଥାନେ ବର୍ଷୁଛି । ଆଜି ଓ ଆସନ୍ତାକାଲି ଭୀଷଣରୁ ଅତି ଭୀଷଣ ବର୍ଷା ହେବ । ଦକ୍ଷିଣ ଓଡ଼ିଶାକୁ ବୁଡ଼ାଇବ ବର୍ଷା । ଦୁଇ ଦିନ ପାଇଁ ରେଡ ୱାର୍ଣ୍ଣିଂ ଜୋନ ଭିତରେ ରହିବ ଦକ୍ଷିଣ ଓଡ଼ିଶାରେ ୭ ଜିଲ୍ଲା । ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଜିଲ୍ଲା ପାଇଁରେ ରେଡ୍ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି ।  ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଥିବା ବେଳେ ଆସନ୍ତାକାଲି ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସାରା ଓଡ଼ିଶାରେ ବାତ୍ୟା ମୋନ୍ଥାର ପ୍ରଭାବ ରହିବ ।

Tags: andhrapradeshcycloneodisha
ShareTweetShareSend
Sanchar Live

Sanchar Live

Next Post
ମୋନ୍ଥା ପାଇଁ ୩୨ ଟ୍ରେନ ବାତିଲ, ବଦଳିଛି ଏକାଧିକ ଟ୍ରେନର ଗତିପଥ

ମୋନ୍ଥା ପାଇଁ ୩୨ ଟ୍ରେନ ବାତିଲ, ବଦଳିଛି ଏକାଧିକ ଟ୍ରେନର ଗତିପଥ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.