Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୁଭଦ୍ରା ଯୋଜନା : ଆଜିଠୁ ଆରମ୍ଭ ପଞ୍ଜିକରଣ

Sanchar Live by Sanchar Live
September 1, 2024
in ଓଡିଶା
0
ସୁଭଦ୍ରା ଯୋଜନା : ଆଜିଠୁ ଆରମ୍ଭ ପଞ୍ଜିକରଣ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜିଠୁ ଆରମ୍ଭ ହେବ ସୁଭଦ୍ରା ଯୋଜନାର ପଞ୍ଜିକରଣ ପ୍ରିକୟା । ଉଭୟ ଅନଲାଇନ ଓ ଅଫଲାଇନ ମୋଡରେ ଆବଦେନ ଗ୍ରହଣ କରାଯିବ । ସ୍ବଚ୍ଛଳ ବର୍ଗକୁ ଛାଡିଦେଲେ ୨୧ରୁ ୬୦ ବର୍ଷ ବୟଷ ମଧ୍ୟରେ ସବୁ ଯୋଗ୍ୟ ମହିଳା ଏହି ଯୋଜନାରେ ସାମିଲ ହୋଇପାରିବେ । ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ସାମିଲ ହେବାକୁ ଆବେଦନପତ୍ର ଗ୍ରହଣର ସମୟସୀମା ଧାର୍ଯ୍ୟ କରାଯାଇନାହିଁ । ଆଧାର କାର୍ଡ ନଥିଲେ ଯୋଗ୍ୟ ହିତାଧିକାରୀ ବି ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ । ତେଣୁ ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଆଗ୍ରହୀ ମହିଳା ଆଧାର କାର୍ଡ କରିବା ଉଚିତ ବୋଲି ସେ କହିଛନ୍ତି । ରାଜ୍ୟର ସବୁ ଅଙ୍ଗନୱାଡି କେନ୍ଦ୍ରରେ ସୁଭଦ୍ର ପାଇଁ ଫର୍ମ ଉପଲବ୍ଧ ରହିବ । ମହିଳାମାନଙ୍କୁ ଫର୍ମ ପୁରଣ ଓ ଦାଖଲରେ ଅଙ୍ଗନୱାଡି କର୍ମୀ, ସିଆରପି, ଏମବିସି, ବ୍ୟାଙ୍କ ମିତ୍ର, କୃଷିମିତ୍ରମାନେ ସହଯୋଗ କରିବେ। ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି । ବର୍ଷକୁ ଦୁଇ ଥର ମିଳିବ ସୁଭଦ୍ରା କିସ୍ତି। ମାର୍ଚ୍ଚ ଅନ୍ତର୍ଜାତିକ ମହିଳା ଦିବସ ଓ ରାଖୀ ପୂର୍ଣ୍ଣିମାରେ ମିଳିବ ୫ହଜାର ଟଙ୍କା ଲେଖାଏଁ କିସ୍ତି। ଚଳିତ ବର୍ଷ ରାଖୀ ପୂର୍ଣ୍ଣିମା ସରିଯାଇଥିବାରୁ ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ଦିଆଯିବ। ରାଜ୍ଯର ପ୍ରାୟ ୧ କୋଟି ୩୦ ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହେବେ ବୋଲି କହିଛନ୍ତି ମହିଳା ଓ ଶିଶୁ କଲ୍ଯାଣ ବିଭାଗ ଦାୟିତ୍ବରେ ଥିବା ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡା।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ଦେଶରେ ବଦଳିବାକୁ ଯାଉଛି ଏହିସବୁ ନିୟମ

ଆଜିଠୁ ଦେଶରେ ବଦଳିବାକୁ ଯାଉଛି ଏହିସବୁ ନିୟମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.