Monday, December 1, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତ୍ୟା ମୋନ୍ଥା ପ୍ରଭାବ : ଏହି ୯ ଜିଲ୍ଲାରେ ପ୍ରବଳ ଛେଚିବ

Sanchar Live by Sanchar Live
October 28, 2025
in ଓଡିଶା
0
ବାତ୍ୟା ମୋନ୍ଥା ପ୍ରଭାବ : ଏହି ୯ ଜିଲ୍ଲାରେ ପ୍ରବଳ ଛେଚିବ
0
SHARES
142
VIEWS
FacebookTwitter

ବାତ୍ୟା ‘ମୋନ୍ଥା’ ମାଡ଼ି ଆସୁଥିବା ବେଳେ ଓଡ଼ିଶାକୁ ରହିଛି ବଜ୍ରପାତ ବିପଦ । ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି । ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ କରାଯାଇଛି ।

ଏହି ୩ ଘଣ୍ଟିଆ ଆଲର୍ଟ ଦିନ ୧୦ଟା ୧୪ ପର୍ଯ୍ୟନ୍ତ ଜାରି କରାଯାଇଛି । ବାଲେଶ୍ଵର, ଭଦ୍ରକ, ଗଜପତି, ଗଞ୍ଜାମ, ଯାଜପୁର, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଆଦି ୯ ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା, ବଜ୍ରପାତ ସହ ଘଣ୍ଟାପ୍ରତି ୫୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସାମୁଦ୍ରିକ ଝଡ଼ ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ବାତ୍ୟା ମନ୍ଥା ଘଣ୍ଟାକୁ ୧୭ କିଲୋମିଟର ବେଗରେ ମାଡ଼ି ଆସୁଛି । ଆଉ କିଛି ସମୟ ପରେ ‘ମୋନ୍ଥା’ ଏକ ଭୀଷଣ ବାତ୍ୟାରେ ପରିଣତ ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ବାତ୍ୟା ମୋନ୍ଥା ଏବେ ଆନ୍ଧ୍ରର ମଛଲିପାଟନମରୁ ଦକ୍ଷିଣ-ଦକ୍ଷିଣପୂର୍ବରେ ୨୩୦ କିଲୋମିଟର, କାକିନାଡ଼ା ଠାରୁ ୩୧୦ କିଲୋମିଟର, ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମରେ ୫୭୦ କିଲୋମିଟର ଦୂରରେ ରହିଛି । ଆଜି ସନ୍ଧ୍ୟା କିମ୍ବା ରାତିରେ ମଛଲିପାଟନମରୁ କଳିଙ୍ଗପାଟନମ ମଧ୍ୟରେ କାକିନାଡ଼ା ପାଖାପାଖି ‘ମୋନ୍ଥା’ ଭୀଷଣ ବାତ୍ୟା ରୂପରେ ସ୍ଥଳଭାଗ ଛୁଇଁବାର ଆକଳନ କରାଯାଇଛି ।

ଭୀଷଣ ବାତ୍ୟା ‘ମୋନ୍ଥା’ ଲ୍ୟାଣ୍ଡଫଲ୍ କରିବା ବେଳେ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ପୂର୍ବାନୁମାନ କରାଯାଇଛି । ସେହି ସମୟରେ ଝଟ୍‌କା ପବନର ବେଗ ଘଣ୍ଟାପ୍ରତି ୧୧୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ।

Tags: cycloneodishaweather report
ShareTweetShareSend
Sanchar Live

Sanchar Live

Next Post
ଛଟ୍ ପୂଜାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ପତ୍ନୀ

ଛଟ୍ ପୂଜାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ପତ୍ନୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବାସନ୍ଦ ନାଁରେ ଗାଁରୁ ଉଠୁନି ଶବ, ୨୦ ଘଣ୍ଟା ହେଲା…
  • ଦିଲ୍ଲୀରେ ମର୍ସିଡିସ-ବେଞ୍ଜ ଏସୟୁଭି ନେଲା ଜଣକ ଜୀବନ
  • ଦିଲ୍ଲୀ ମହାନଗର ନିଗମର ୧୨ଟି ୱାର୍ଡରେ ଉପନିର୍ବାଚନ
  • ଶ୍ରୀଲଙ୍କାରେ ତାଣ୍ଡବ ରଚି ଭାରତ ମୁହାଁ ସାମୁଦ୍ରିକ ଝଡ଼ ଡିଟୱା
  • ଦିଲ୍ଲୀରେ ବାୟୁ ପ୍ରଦୂଷଣ ସ୍ଥିତିରେ ସାମାନ୍ୟ ଆଶ୍ଵସ୍ତି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.