Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀକ୍ଷେତ୍ରରେ ଆଜିଠୁ ଆରମ୍ଭ ହେଲା ପଞ୍ଚକ ବ୍ରତ

Sanchar Live by Sanchar Live
November 2, 2025
in ଓଡିଶା
0
ଶ୍ରୀକ୍ଷେତ୍ରରେ ଆଜିଠୁ ଆରମ୍ଭ ହେଲା ପଞ୍ଚକ ବ୍ରତ
0
SHARES
19
VIEWS
FacebookTwitter

ସଂଚାର ବ୍ୟୁରୋ: ଶ୍ରୀକ୍ଷେତ୍ରରେ ଆଜିଠୁ ଆରମ୍ଭ ହେଲା ପଞ୍ଚକ ବ୍ରତ । ଚଳିତବର୍ଷ ପଞ୍ଚକ ବ୍ରତ ୫ଦିନ ପରିବର୍ତ୍ତେ ୪ଦିନ ଅନୁଷ୍ଠିତ ହେବ । ଏଥିପାଇଁ ମହାପ୍ରଭୁଙ୍କ ବାଙ୍କଚୂଡ ବେଶକୁ ବାଦ୍ ଦେଇ ଅନ୍ୟ ୪ ବେଶ ଅନୁଷ୍ଠିତ ହେବ । ପଞ୍ଚକର ପ୍ରଥମ ଦିନ ତଥା ବଡଏକାଦଶୀ ତିଥିରେ ଶ୍ରୀଜିଉଙ୍କ ଠିଆକିଆ ବେଶ ବା ଲଷ୍ମୀନାରାୟଣ ବେଶରେ ସଜିତ କରାଯାଇଛି । ଏଥିସହ ଆଜି ଶ୍ରୀମନ୍ଦିରରେ ହରି ଉତ୍ଥାପନ ଏକାଦଶୀ ମଧ୍ୟ ପାଳିତ ହେଉଛି । ଏହିଦିନ ମହାପ୍ରଭୁ ନିଦରୁ ଉଠନ୍ତି । ଆଷାଢ ଶୁକ୍ଳପକ୍ଷ ଏକାଦଶୀରେ ମହାପ୍ରଭୁ ଶୟନ କରିଥିବା ବେଳେ କାର୍ତ୍ତିକ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁ ନିଦ୍ରାରୁ ଉଠିଥାନ୍ତି । ଶାସ୍ତ୍ର ମତରେ ଆଜିଠାରୁ ଶୁଭ ସମୟ ଆରମ୍ଭ ହେଉଥିବାରୁ ସମସ୍ତ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ ହୋଇଥାଏ ।

ଦୀର୍ଘ ୪ମାସପରେ ମହାପ୍ରଭୁ ଶୟନରୁ ଉଠୁଥିବାରୁ ମହାପ୍ରଭୁ ମହାଲକ୍ଷ୍ମୀଙ୍କ ସହ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ଅନ୍ୟପଟେ ପଞ୍ଚକ ଅବସରରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ମାର୍କେଟ ଛକଠାରୁ ବ୍ୟାରିକେଡ଼ କରାଯାଇଛି । ଲୋକମାନେ ବ୍ୟାରିକେଡ଼ରେ ଯାଇ ସିଂହଦ୍ୱାର ପଟେ ପ୍ରବେଶ କରି ଅନ୍ୟ ତିନି ଦୁଆରେ ପ୍ରସ୍ଥାନ କରିବେ । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ତରଫରୁ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

Tags: panchak bratapuri
ShareTweetShareSend
Sanchar Live

Sanchar Live

Next Post
ଆଜି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ସୃଷ୍ଟି କରିବ ଇତିହାସ

ଆଜି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ସୃଷ୍ଟି କରିବ ଇତିହାସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.