Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବସ-ଟ୍ରକ୍ ଧକ୍କା, ୧୭ ଯାତ୍ରୀ ମୃତ

Sanchar Live by Sanchar Live
November 3, 2025
in ଭାରତ
0
ବସ-ଟ୍ରକ୍ ଧକ୍କା, ୧୭ ଯାତ୍ରୀ ମୃତ
0
SHARES
125
VIEWS
FacebookTwitter

ସଂଚାର ବ୍ୟୁରୋ: ସୋମବାର ସକାଳେ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣା ତେଲଙ୍ଗାନାର ରଙ୍ଗାରେଡ୍ଡୀ ଜିଲ୍ଲା ଚେଭେଲା ନିକଟରେ ଘଟିଛି । ସୂଚନା ଅନୁସାରେ, ତେଲଙ୍ଗାନା ରାଜ୍ୟ ସଡ଼କ ପରିବହନ ନିଗମ (RTC)ର ବସ୍‌ ସହ ବୀପରିତ ଦିଗରୁ ଆସୁଥିବା ଗୋଡ଼ି ଭର୍ତ୍ତି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ବସ୍ ଉପରକୁ ଟ୍ରକ୍‌ଟି ପଡ଼ି ଯାଇଥିଲା । ବସ୍‌ରେ ଭରି ଯାଇଥିଲା ଟ୍ରକ୍‌ରେ ଥିବା ଗୋଡ଼ା ବା ଚିପ୍ସ । ଚେଭେଲା ଏସିପି ବି କିଷାନଙ୍କ ଅନୁସାରେ, “ସରକାରୀ ବସ୍‌ଟି ତନ୍ଦୁରରୁ ଚେଭେଲା ଅଭିମୁଖେ ଆସୁଥିଲା । ଚିପ୍ସ ବା ବଜୁରି ଗୋଡ଼ି ନେଇ ଆସୁଥିବା ଟ୍ରକ୍ ସହ ବସ୍‌ ଧକ୍କାରେ ୧୭ ଜଣଙ୍କ ମୃତ୍ୟୁ ହୋଇଛି । ଟ୍ରକ୍ ଡ୍ରାଇଭରଙ୍କ ସହ ବସ୍‌ରେ ଥିବା ଯାତ୍ରୀ ପ୍ରାଣ ହରାଇଛନ୍ତି ।”

Tags: accidentTelangana
ShareTweetShareSend
Sanchar Live

Sanchar Live

Next Post
ନୂଆପଡ଼ାରୁ ବିଜେପିକୁ ନବୀନଙ୍କ ପ୍ରଶ୍ନବାଣ, କହିଲେ…

ନୂଆପଡ଼ାରୁ ବିଜେପିକୁ ନବୀନଙ୍କ ପ୍ରଶ୍ନବାଣ, କହିଲେ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.