Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା

Sanchar Live by Sanchar Live
November 5, 2025
in ଓଡିଶା
0
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା
0
SHARES
16
VIEWS
FacebookTwitter

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା । ଏସିଆର ସର୍ବବୃହତ ଏହି ବାଣିଜ୍ଯ ମେଳା ଆଜି ଠାରୁ ଆରମ୍ଭ ହୋଇ ନଭେମ୍ବର ୧୨ ଯାଏ ଚାଲିବ । ମେଳାରେ ୧୬ରୁ ଅଧିକ ଷ୍ଟଲ ଖୋଲିଥିବା ବେଳେ, ରାଜ୍ୟ ତଥା ରାଜ୍ୟ ବାହାରର ବ୍ଯବସାୟୀ ସାମିଲ ହୋଇଛନ୍ତି । ମେଳାରେ ହସ୍ତଶିଳ୍ପ, ମସଲା , ବସ୍ତ୍ର ଓ କୁଟୀର ଶିଳ୍ପର ପସରା ମେଲିଛି । ଏଥିସହ କଟକ ଦହିବରା, ଠୁଙ୍କା ପୁରୀ ଭଳି ବିଭିନ୍ନ ସୁସ୍ବାଦୁ ଖାଦ୍ୟର ସମ୍ଭାର ବି ଲାଗିବ । ତାସହ ପ୍ରତିଦିନ ଦର୍ଶକ ମନୋରଂଜନ ପାଇଁ ସାଂସ୍କୃତିକ ନୃତ୍ୟ ଗୀତର ବି ଆସର ଜମିବ ।

ସିଏମସି ପକ୍ଷରୁ ବାଲିଯାତ୍ରା ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ହୋଇଥିବା ବେଳେ, ପାନୀୟ ଜଳ ଓ ଅନ୍ୟାନ ବନ୍ଦୋବସ୍ତ କରାଯାଇଛି । ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୁତୟନ ହେବେ ୫୦ ପ୍ଲାଟୁନ ଫୋର୍ସ ଓ ବରିଷ୍ଠ ପୋଲିସ ଅଫିସର । ସୁରକ୍ଷା ପାଇଁ ୨୦ କଣ୍ଟ୍ରୋଲ ରୁମ୍ ଖୋଲିଥିବା ବେଳେ, ସିସିଟିଭି ସର୍ଭେଲାନ୍ସ , ଡ୍ରୋନ ସର୍ଭେଲାନ୍ସ , ଟ୍ରଫିକ ବ୍ୟବସ୍ଥା ଓ ପାର୍କିଂ ବ୍ୟବସ୍ଥା କରାଯାଇଛି । ସମାନ୍ତରାଳ ଭାବେ ଭୁବନେଶ୍ବର କୁଆଖାଇ ନଦୀପଠାରେ ମଧ୍ୟ ବାଲିଯାତ୍ରାର ଆୟୋଜନ କରାଯାଇଛି । ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରୁ ଐତିହାସିକ ବାଲିଯାତ୍ରାର ଶୁଭାରମ୍ଭ ହୋଇଥାଏ ।

 

Tags: balijatracuttack
ShareTweetShareSend
Sanchar Live

Sanchar Live

Next Post
ଆଜି କାର୍ତ୍ତିକ ପୂର୍ଣ୍ଣିମାରେ ଦେଖିବାକୁ ମିଳିବ ସୁପରମୁନ୍

ଆଜି କାର୍ତ୍ତିକ ପୂର୍ଣ୍ଣିମାରେ ଦେଖିବାକୁ ମିଳିବ ସୁପରମୁନ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.