Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଆରମ୍ଭ ହେଲା ଶୀତ

Sanchar Live by Sanchar Live
November 5, 2025
in ଓଡିଶା
0
ରାଜ୍ୟରେ ଆରମ୍ଭ ହେଲା ଶୀତ
0
SHARES
46
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟରେ କମିବ ତାପମାତ୍ରା, ବଢିବ ଶୀତ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତର ପ୍ରକୋପ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ସାତଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ଏହାସହ ଉଭୟ ଦିନ ଓ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ ହ୍ରାସ ପାଇବ । ସେଥିପାଇଁ ରାଜ୍ୟରେ ଶୀତର ପ୍ରଭାବ ବଢିବ ।

ଏହାସହ ରାଜ୍ୟର କିଛି କିଛି ଅଞ୍ଚଳରେ ଘନ କୁହୁଡି ମଧ୍ୟ ଦେଖାଦେବ । କୋରାପୁଟରେ ଘନ କୁହୁଡି ଦେଖାଯାଇଥିବା ବେଳେ ରାଉରକେଲା ରେ ହାଲୁକା କୁହୁଡି ଦେଖିବାକୁ ମିଳିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ତାପମାତ୍ରା ବଢିବ । ସେହିଭଳି ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୧୨.୫ ଡିଗ୍ରୀ ସେଲସିୟସ ସହ ଫୁଲବାଣୀ ରାଜ୍ୟର ସବୁଠାରୁ ଥଣ୍ଡା ଅଞ୍ଚଳ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Tags: odishaweather reportwinter
ShareTweetShareSend
Sanchar Live

Sanchar Live

Next Post
ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଟାର୍ଗେଟ

ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଟାର୍ଗେଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.