Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୂଆ ନେତା ପ୍ରତୀକ୍ଷାରେ ନୂଆପଡ଼ା

Sanchar Live by Sanchar Live
November 12, 2025
in ଓଡିଶା
0
ନୂଆ ନେତା ପ୍ରତୀକ୍ଷାରେ ନୂଆପଡ଼ା
0
SHARES
5
VIEWS
FacebookTwitter

ନୂଆ ନେତା ପ୍ରତୀକ୍ଷାରେ ନୂଆପଡ଼ା । ଦିନକ ପରେ ଇଭିଏମରୁ ଆସିବ ରାୟ । ୧୪ ତାରିଖ ଗଣନାକୁ ଏବେ ସମସ୍ତଙ୍କ ପ୍ରତୀକ୍ଷା । ଇଭିଏମରେ ୧୪ ପ୍ରାର୍ଥୀଙ୍କ ଭାଗ୍ୟ ସିଲ ହୋଇଛି । ଗଣତନ୍ତ୍ରର ଏହି ପର୍ବରେ ନୂଆପଡ଼ାବାସୀ ଉତ୍ସାହର ସହ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ନୂଆପଡ଼ାରେ ୮୧.୯୪ ପ୍ରତିଶତ ଭୋଟିଂ ହୋଇ ଛି। ଶାନ୍ତିଶୃଙ୍ଖଳାର ସହ ମତଦାନ ସରିଥିବା ବେଳେ ଏବେ ଷ୍ଟ୍ରଙ୍ଗ ରୁମରେ ରହିଛି ଇଭିଏମ । ଜଗି ରହିଛନ୍ତି ପୋଲିସ ଫୋର୍ସ । ଦିନକ ପରେ ଗଣନା ହେବ । ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହୋଇଛି । ତିନି ଦଳ ନିଜର ବିଜୟ ନେଇ ଆଶାବାଦୀ ଅଛନ୍ତି । ଜୟ ଢୋଲକିଆ, ସ୍ନେହାଙ୍ଗିନୀ ଛୁରିଆ ଓ ଘାସିରାମ ମାଝୀ ନିଜର ବିଜୟ ନେଇ ଆଶା ବାନ୍ଧିଛନ୍ତି ।

Tags: byepollnuapada
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ବଢୁଛି ଶୀତ, ଜାଣନ୍ତୁ ଆଜି କେଉଁଠି କଣ ରହିଛି ତାପମାତ୍ରା

ରାଜ୍ୟରେ ବଢୁଛି ଶୀତ, ଜାଣନ୍ତୁ ଆଜି କେଉଁଠି କଣ ରହିଛି ତାପମାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.