Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ଭେଣ୍ଟିଲେଟରରେ ଓଲିଉଡ ସିଙ୍ଗର ହ୍ୟୁମାନ ସାଗର

Sanchar Live by Sanchar Live
November 16, 2025
in ମନୋରଞ୍ଜନ
0
ଭେଣ୍ଟିଲେଟରରେ ଓଲିଉଡ ସିଙ୍ଗର ହ୍ୟୁମାନ ସାଗର
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଭେଣ୍ଟିଲେଟରରେ ଓଲିଉଡ ସିଙ୍ଗର ହ୍ୟୁମାନ ସାଗର । ତାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା । ଲିଭରରେ ସମସ୍ୟା ସହ ଶରୀରର ଏକାଧିକ ଅଙ୍ଗ ଅଚଳ ହୋଇଛି । ଆଗାମୀ ୭୨ଘଣ୍ଟା ଅତି ଗୁରୁତ୍ବପୂର୍ଣ୍ଣ ବୋଲି ଏମ୍ସ ପକ୍ଷରୁ କୁହାଯାଇଛି । ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ପରିଲକ୍ଷିତ ହେଉନାହିଁ । ଯଦି ଅଧିକ ଗୁରୁତର ହୁଏ ତେବେ ଦିଲ୍ଲୀ ଏୟାରଲିଫ୍ଟ କରିବାକୁ ଯୋଜନା ରହିଥିବା କହିଛନ୍ତି ଡାକ୍ତର । ଗତ କିଛିଦିନ ଧରି ଅସୁସ୍ଥ ହୋଇ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ହ୍ୟୁମାନ ସାଗର ।

ଅବସ୍ଥା ଅତି ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମସ ଭୁବନେଶ୍ବରର ଜରୁରୀକାଳୀନ ବିଭାଗକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ମସ୍ତିଷ୍କ, ଫୁସ୍ ଫୁସ୍, ବୃକକ୍, ଯକୃତ, ରକ୍ତ ଜମାଟ ବାନ୍ଧିବା ଏବଂ ରକ୍ତଚାପକୁ ପ୍ରଭାବିତ କରୁଥିବା ଅତ୍ୟଧିକ ବହୁ-ଅଙ୍ଗ କାର୍ଯ୍ୟ କରୁନାହିଁ । ଉନ୍ନତ ଚିକିତ୍ସା ପାଇଁ ପରିବାର ଲୋକେ ବାହାର ରାଜ୍ୟକୁ ନେଇପାରନ୍ତି ବୋଲି ଏମସ ପକ୍ଷରୁ ସୂଚନା ଦିଆଯାଇଛି । ଚିକିତ୍ସାରେ ସହାୟତା କରିବାକୁ ନେହୁରା ହୋଇଛନ୍ତି ତାଙ୍କ ମାଆ । ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସରକାରଙ୍କୁ ଚିକିତ୍ସାରେ ସାହାଯ୍ୟ କରିବାକୁ ନିବେଦନ କରିଛନ୍ତି ।

Tags: health updatehuman sagarwollywood
ShareTweetShareSend
Sanchar Live

Sanchar Live

Next Post
ICUରେ ଭାରତୀୟ କ୍ରିକେଟ୍ ଟିମର କ୍ୟାପଟେନ୍ ଶୁଭମନ ଗିଲ୍

ICUରେ ଭାରତୀୟ କ୍ରିକେଟ୍ ଟିମର କ୍ୟାପଟେନ୍ ଶୁଭମନ ଗିଲ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.