Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି?

Sanchar Live by Sanchar Live
November 21, 2025
in ଜୀବନ ଶୈଳୀ
0
ଆଜି ଏହି ରାଶିକୁ ମିଳିବ ଖୁସି ଖବର
0
SHARES
133
VIEWS
FacebookTwitter

ମେଷ: ବନ୍ଧୁମାନଙ୍କ ସହିତ ବାହାରକୁ ବୁଲିଯିବାର ଯୋଜନା ବାତିଲ କରିଦେବେ । କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବା ପାଇଁ ବିଚାର କରିବେ । ପରିବାରର ବିଶେଷ ମାମଲାରେ ଅଣଦେଖା କରନ୍ତୁ ନାହିଁ ।

ବୃଷ: ଲୋକମାନଙ୍କ ପ୍ରତି ଆପଣଙ୍କର ବ୍ୟବହାର ଆପଣଙ୍କୁ ଲୋକପ୍ରିୟ କରିଦେବ। ସମାଜ ସେବା ପାଇଁ ଆଗ୍ରହ ବଢ଼ିବ। ଧନଲାଭ ଯୋଗ ଅଛି। କୌଣସି କାମ ପାଇଁ ଆପଣଙ୍କର ଚେଷ୍ଟା ସଫଳ ହେବ।

ମିଥୁନ: କୌଣସି ବନ୍ଧୁ ସହ ଭବିଷ୍ୟତ ଯୋଜନା ଉପରେ ବିଚାର ବିମର୍ଶ କରିବେ। କାହାରିକୁ ସାହାଯ୍ୟ କରିବାର ମଉକା ପାଇବେ। ବେପାରରେ ଅଚାନକ ଧନଲାଭ ହେବ। ଦାମ୍ପତ୍ୟ ଜୀବନ ଭଲ ରହିବ।

କର୍କଟ: ବାପା ମାଆଙ୍କ ସହିତ କୌଣସି ସ୍ଥାନକୁ ଯିବାର ଯୋଜନା କରିବେ। ସରକାରୀ କାମରେ ସାବଧାନତା ଅବଲମ୍ବନ କରନ୍ତୁ। ବନ୍ଧୁମାନଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ।

ସିଂହ: ଜମିରେ ନିବେଶ ପାଇଁ ଭଲ ଦିନଟିଏ। ଚାକିରି ଖୋଜୁଥିବା ମହିଳାମାନେ ଭଲ ଖବର ପାଇବେ। ଘରେ କୌଣସି ଧାର୍ମିକ କର୍ମନିର୍ଘଣ୍ଟ ହୋଇପାରେ। ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

କନ୍ୟା: ଚାକିରିଜୀବୀଙ୍କ ଲାଗି ଅଫିସ କାମରେ ଦୂରସ୍ଥାନକୁ ଯିବାର ଯୋଗ ଅଛି। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ପ୍ରେମୀ ଯୁଗଳ ନିଜର ସମ୍ବନ୍ଧକୁ ଆହୁରି ମଜଭୁତ କରିବା ଲାଗି ସାଥିରେ ସମୟ କଟାଇବେ।

ତୁଳା: କଠିନ ପରିଶ୍ରମର ଭଲ ଫଳ ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ରହିବ। ପରିବାର ଓ ବ୍ୟବସାୟରେ ନିଜର ଦାୟିତ୍ବକୁ ଭଲଭାବେ ତୁଲାଇବେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।

ବିଛା: ଜମି ସଂପର୍କିତ ବ୍ୟବସାୟରେ ବଡ଼ ଡ଼ିଲ୍ ହୋଇପାରେ। ଅସାବଧାନତା ଓ ଉଦାରତା ବ୍ୟବସାୟରେ ହାନିକାରକ ହୋଇପାରେ। ଅନ୍ତରଙ୍ଗ ବନ୍ଧୁ ସହ ଫୋନରେ ଦୀର୍ଘ ସମୟ କଥା ହେବେ।‌

ଧନୁ: ଚାକିରି କ୍ଷେତ୍ରରେ ଯାହା କରିବେ ସେଥିରେ ସଫଳତା ପାଇବେ। ପ୍ରିୟଜନଙ୍କ ଠାରୁ ଆପଣଙ୍କର ମନ ପସନ୍ଦ ଉପହାର ପାଇବେ। ଦୀର୍ଘ ଦିନରୁ ଘରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ।

ମକର: ଆପଣ ଯେଉଁ କାମ ଆରମ୍ଭ କରିବେ ନିର୍ଦ୍ଧାରିତ ସମୟରେ ପୂରା କରିବା ପାଇଁ ସଂପୂର୍ଣ୍ଣରୂପେ ପ୍ରୟାସ କରିବେ। ଚାକିରି ପାଇଁ ସାକ୍ଷାତକାର ଦେଇଥିବା ବ୍ୟକ୍ତିଙ୍କୁ ଭଲ ଉଦ୍ୟୋଗରୁ ଫୋନ ଆସିବ।

କୁମ୍ଭ: କୌଣସି ଭାବିଥିବା କାମ ସଂପୂର୍ଣ୍ଣ ହୋଇଯିବ। ଆପଣଙ୍କ ଠାରୁ କୌଣସି ମାମଲାରେ କେହି ପରାମର୍ଶ ନେଇ ପାରନ୍ତି। ବ୍ୟବସାୟୀଙ୍କୁ କାମରେ ନୂଆ ଅନୁଭବ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ।

ମୀନ: ଆପଣ ନିଜର ଦାୟିତ୍ବକୁ ସୁଚାରୁରୂପେ ତୁଲାଇବେ। ଆପଣଙ୍କ ପରାମର୍ଶରେ ଅନ୍ୟମାନଙ୍କର ଲାଭ ହେବ। ଚାକିରିରେ ସୁଖଦ ପରିଣାମ ପାଇବେ। ମାଆଙ୍କ ମନ ପସନ୍ଦର ଜିନିଷ ନେଇ ଉପହାର ଦେବେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଭୂକମ୍ପ ଝଟକାରେ ଥରିଲା ପାକିସ୍ତାନ

ଭୂକମ୍ପ ଝଟକାରେ ଥରିଲା ପାକିସ୍ତାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.