Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା

Sanchar Live by Sanchar Live
November 23, 2025
in ଓଡିଶା
0
ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା
0
SHARES
19
VIEWS
FacebookTwitter

ସଂଚାର ବ୍ୟୁରୋ: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେଲା ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ । ଲଘୁଚାପ ଆସନ୍ତାକାଲି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବ ।

ଏହା କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ୨୭ତାରିଖ ପର୍ଯ୍ୟନ୍ତ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଆଗକୁ ଗତି କରିବା ସହ ଘନୀଭୂତ ହେବ । ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ, ତାହା ୨୭ ତାରିଖରେ ସ୍ପଷ୍ଟ ହେବ। କିନ୍ତୁ ଅବପାତରେ ପରିଣତ ହେବା ପରେ ୨ରୁ ୩ଦିନ ଆହୁରି ଘନୀଭୂତ ହେବା ସମ୍ଭାବନା ଥିବାରୁ ଏହା ଶକ୍ତିଶାଳୀ ହେବା  ଆଶଙ୍କା ରହିଛି । ବିଭିନ୍ନ ପାଣିପାଗ ମଡେଲରେ ବାତ୍ୟାରେ ପରିଣତ ହେବା ନେଇ ଆକଳନ କରିଛନ୍ତି ।

ତେବେ ରାଜ୍ୟରେ ଆଗାମୀ ୬ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ସେଥିପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ । ଲଘୁଚାପ ପାଇଁ ୨୭ ତାରିଖ ପର୍ଯ୍ୟନ୍ତ ଆଣ୍ଡାମାନ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

Tags: cycloneodishaweather report
ShareTweetShareSend
Sanchar Live

Sanchar Live

Next Post
ହାତୀ ଆକ୍ରମଣରେ ଯୁବକ ଗୁରୁତର

ହାତୀ ଆକ୍ରମଣରେ ଯୁବକ ଗୁରୁତର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.