Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home କ୍ରୀଡ଼ା

ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ, ଜାଣନ୍ତୁ କାହାକୁ ଦଳରେ ମିଳିବ ସ୍ଥାନ?

Sanchar Live by Sanchar Live
November 30, 2025
in କ୍ରୀଡ଼ା
0
0
SHARES
57
VIEWS
Facebook
Twitter

Related posts

ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ମହମ୍ମଦ ଶାମି

ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ମହମ୍ମଦ ଶାମି

November 7, 2026
ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

November 6, 2026

ସଂଚାର ବ୍ୟୁରୋ: ଟେଷ୍ଟ ସିରିଜରେ ବିପର୍ଯ୍ୟୟ ପରେ ଆଜିଠାରୁ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ଯରେ ଏକଦିବସୀୟ ସିରିଜ ଆରମ୍ଭ ହେବାକୁ ଯାଉଛି।ରାଞ୍ଚିରେ ସିରିଜର ପ୍ରଥମ ମ୍ଯାଚ ଖେଳାଯିବ। ଅପରାହ୍ଣ ଗୋଟାଏ ୩୦ରେ ଖେଳାଯିବ ମ୍ଯାଚ। ନୂଆ ଅଧିନାୟକଙ୍କୁ ନେଇ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ଆହତ କାରଣରୁ ଅଧିନାୟକ ଶୁବମନ ଗିଲ ଓ ଉପ ଅଧିନାୟକ ଶ୍ରେୟସ ଆୟାରଙ୍କୁ ବିଶ୍ରାମ ଦିଆଯାଇଛି। କେଏଲ ରାହୁଲଙ୍କ ନେତୃତ୍ବରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ଭାରତ । ସିରିଜରେ ୩ଟି ଏକଦୀବସୀୟ ମ୍ଯାଚ ଖେଳାଯିବ। ପ୍ରଥମଟି ରାଞ୍ଚିରେ ଆଜି ଖେଳାଯିବାକୁ ଥିବାବେଳେ ଦ୍ବିତୀୟଟି ୩ ତାରିଖରେ ରାୟପୁର ଓ ତୃତୀୟ ମ୍ଯାଚ ୬ ତାରିଖରେ ବିଶାଖପାଟଣାରେ ଖେଳାଯିବ। ଏହାପରେ ଟି-ଟ୍ବେଣ୍ଟି ସିରିଜର ପ୍ରଥମ ମ୍ଯାଚ ୯ ତାରିଖ ଦିନ କଟକରେ ଖେଳାଯିବ। ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ନେଇ ଦଳର ସ୍ଥିତି ମଜଭୁତ ରହିଛି। ତେବେ ଟେଷ୍ଟ ସିରିଜରେ ଭାରତକୁ ୨-୦ରେ ହରାଇବା ପରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାର ମନୋବଳ ଦୃଢ ରହିଛି। ତେଣୁ ଆଜି ମୁକାବିଲା ଜୋରଦାର ହେବ ବୋଲି ଆଶା ରଖିଛନ୍ତି କ୍ରିକେଟପ୍ରେମୀ।

Tags: indiaodisouth africa

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.