Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଭିତରକନିକା ଜାତୀୟ ଉଦ୍ୟାନରେ ଭିଡ଼ ଜମାଇଲେଣି ବିଦେଶୀ ପକ୍ଷୀ

Sanchar Live by Sanchar Live
December 2, 2025
in ଓଡିଶା
0
0
SHARES
11
VIEWS
Facebook
Twitter

Related posts

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

November 6, 2026
ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

November 6, 2026

ସଂଚାର ବ୍ୟୁରୋ: ଭିତରକନିକା ଜାତୀୟ ଉଦ୍ୟାନରେ ଭିଡ଼ ଜମାଇଲେଣି ବିଦେଶୀ ପକ୍ଷୀ ।ହଜାର ହଜାର କିଲୋମିଟର ଅତିକ୍ରମ କରି ବିଦେଶାଗତ ପକ୍ଷୀ ଭିଡ଼ ଜମାଇଛନ୍ତି ଭିତରକନିକାର ବିସ୍ତୀର୍ଣ ଆର୍ଦ୍ରଭୂମିରେ। ପ୍ରକୃତିର ଗନ୍ତାଘର ଦେଶ ବିଦେଶର ପକ୍ଷୀଙ୍କ ତୀର୍ଥ ଭାବେ ପରିଚିତ ଭିତରକନିକା ଏବେ ମୁଖରିତ ହୋଇଉଠିଛି । ରଙ୍ଗବେରଙ୍ଗର ପକ୍ଷୀଙ୍କ କାକଳିରେ ଫାଟି ପଡୁଛି ଭିତରକନିକା। ନୀଳ ଆକାଶରେ ଦଳ ଦଳ ହୋଇ ଉଡ଼ିବା, ଜଳକ୍ରୀଡ଼ା କରିବା ସହିତ ଖାଦ୍ୟ ସଂଗ୍ରହ କରିବାର ଅପୂର୍ବ ଦୃଶ୍ୟ ପ୍ରକୃତିର ଶୋଭାକୁ ଦ୍ବୀଗୁଣୀତ କରୁଛି। ପକ୍ଷୀଙ୍କ ମଧ୍ୟରେ ସାଇବେରିୟ ବତକ , ଏରା, ଲାଲମୁଣ୍ଡିଆ ବତକ, ପାତି ହଂସ, ନୀଳ ମୁଣ୍ଡିଆ ସାରସ, ପେଣ୍ଟସ, ଫ୍ଲାଇକେଚର, ଉଇଗେନ ହ୍ବାଇଟ, ବାଡ଼ ହେଡେଡ ପ୍ରଭୃତି ଅନେକ ପ୍ରଜାତିର ପକ୍ଷୀ ଭିତରକନିକାର ସାତଭାୟା , ରାଇପାଟିଆ, ଅଗରନାସୀ ଦୀପ ବରୁଣେଇ ମୁହାଁଣ ପ୍ରଭୃତି ସ୍ଥାନରେ ଦେଖିବାକୁ ମିଳୁଛି।

Tags: Bhitarkanikabirds

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.