Thursday, November 5, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ଉଡ଼ୁନି ଇଣ୍ଡିଗୋ ବିମାନ, ଯାତ୍ରୀ ହନ୍ତସନ୍ତ

Sanchar Live by Sanchar Live
December 6, 2025
in ଭାରତ
0
0
SHARES
44
VIEWS
Facebook
Twitter

Related posts

ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

November 5, 2026
ଦୀପାବଳି ପୂର୍ବରୁ ଦେଶର ବିଭିନ୍ନ ସହରରେ ବଢ଼ିବାରେ ଲାଗିଛି ବାୟୁ ପ୍ରଦୂଷଣ

ଦୀପାବଳି ପୂର୍ବରୁ ଦେଶର ବିଭିନ୍ନ ସହରରେ ବଢ଼ିବାରେ ଲାଗିଛି ବାୟୁ ପ୍ରଦୂଷଣ

November 5, 2026

ସଂଚାର ବ୍ୟୁରୋ: ଦେଶରେ ଧରାଶାୟୀ ହେଲାଣି ଇଣ୍ଡିଗୋ। ଅନେକ ସ୍ଥାନରେ ବିମାନ ଉଡୁନାହିଁ। ଆଜି ବର୍ତ୍ତମାନ ସୁଦ୍ଧା ୩ଶହରୁ ଅଧିକ ବିମାନ ବାତିଲ ହୋଇଥିବା ଜଣାପଡିଛି। ମୁମ୍ବାଇ ଓ ଦିଲ୍ଲୀ ଭିତରେ ସବୁଠାରୁ ଅଧିକ ବିମାନ ବାତିଲ ହୋଇଛି। ଆଜି ବି ବିଭିନ୍ନ ସ୍ଥାନରୁ ଯାତ୍ରୀ ହନ୍ତସନ୍ତ ଖବର ଆସିଛି। ଏହାରି ମଧ୍ୟରେ ଭାରତୀୟ ରେଲୱେର ବଡ଼ ପଦକ୍ଷେପ। ଯାତ୍ରୀଙ୍କ ସୁବିଧା ଲାଗି ଚାଲିଲା ୪ଟି ସ୍ଵତନ୍ତ୍ର ଟ୍ରେନ। ୩୭ଟି ଟ୍ରେନରେ ଯୋଡ଼ାଗଲା ଅତିରିକ୍ତ ୧୧୬ଟି କୋଚ। ବିମାନ ଯାତ୍ରା ବାତିଲ ହେବା ପରେ ଷ୍ଟେସନରେ ଯାତ୍ରୀଙ୍କ ସଂଖ୍ୟା ଅହେତୁକ ଭାବେ ବଢିବାରେ ଲାଗିଛି। ଏହାକୁ ଦେଖି ଭାରତୀୟ ରେଲୱେ ଏହି ପଦକ୍ଷେପ ଗ୍ରହଣ କରିଛି। ସେପଟେ ଆଜିବି ଦେଶର ଅନେକ ସହରରୁ ଇଣ୍ଡିଗୋର ଏକାଧିକ ବିମାନ ଉଡାଣ ବାତିଲ ହୋଇଛି। ହଜାର ହଜାର ସଂଖ୍ୟାରେ ଯାତ୍ରୀ ହନ୍ତସନ୍ତ ହେଉଛନ୍ତି। ଇଣ୍ଡିଗୋ ସଂକଟର ସମାଧାନ ଲାଗି ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର। ୪ ଜଣିଆ କମିଟି ଗଠନ କରି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ। ୧୫ ଦିନ ମଧ୍ୟରେ କମିଟି ରିପୋର୍ଟ ଦେବ। ସେପଟେ ଆସନ୍ତା ୫ରୁ ୧୦ ଦିନ ମଧ୍ୟରେ ସମସ୍ୟାର ସମାଧାନ ହୋଇଯିବ ବୋଲି କହିଛନ୍ତି ଇଣ୍ଡିଗୋ ସିଇଓ।

Tags: indiaIndigo flight

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା
  • ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର
  • ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.