Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଫରେଷ୍ଟରଙ୍କ ସହ ଏସିଏଫଙ୍କୁ ମାଡ଼ ମାରିଲେ ମହିଳା

Sanchar Live by Sanchar Live
December 6, 2025
in ଓଡିଶା
0
ଫରେଷ୍ଟରଙ୍କ ସହ ଏସିଏଫଙ୍କୁ ମାଡ଼ ମାରିଲେ ମହିଳା
0
SHARES
34
VIEWS
FacebookTwitter

ସଂଚାର ବ୍ୟୁରୋ: ଫରେଷ୍ଟରଙ୍କ ସହ ଏସିଏଫଙ୍କୁ ମାଡ଼ ମାରିଲେ ମହିଳା । ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡ ବରେହିପାଣି ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ଲୋକଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ଚହଲା ACF ଲମ୍ବୋଦର ବାସ୍କେ ଓ ବରେହିପାଣି ରେଞ୍ଜ ଫୋରେଷ୍ଟର କାଳିଚରଣ ନାଏକ । ତୁରନ୍ତ ବକେୟା ଦେୟ ପ୍ରଦାନ ଦାବିରେ ସ୍ଥାନୀୟ ଲୋକେ ବରେହିପାଣି ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିବା ବେଳେ ହଠାତ ଫରେଷ୍ଟରଙ୍କୁ ଆକ୍ରମଣ କରିଥିଲେ ମହିଳାମାନେ । ଫରେଷ୍ଟରଙ୍କୁ ଲୋକଙ୍କ ଠାରୁ ଉଦ୍ଧାର କରିବାକୁ ଯାଇ ACF ମଧ୍ୟ ସ୍ଥାନୀୟ ଲୋକଙ୍କ ରୋଷର ଶିକାର ହୋଇଛନ୍ତି । ତେବେ ଏଘଟଣାକୁ ନେଇ ଥାନାରେ ବନବିଭାଗ ପକ୍ଷରୁ କୌଣସି ମାମଲା ଦାଏର ହୋଇନଥିବା ସୂଚନା ମିଳିଛି ।.

Tags: attackcrimeodishaSimilipala
ShareTweetShareSend
Sanchar Live

Sanchar Live

Next Post
ମହାନଦୀ ମଧୁସୂଦନ ସେତୁ ନିକଟରେ ବୁଲୁଛି କୁମ୍ଭୀର

ମହାନଦୀ ମଧୁସୂଦନ ସେତୁ ନିକଟରେ ବୁଲୁଛି କୁମ୍ଭୀର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.