Sunday, July 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ଗୌରବ ଆଣିଲା ସୋଆ, ଡାଇବେଟିସ୍ ଗବେଷଣା ସନ୍ଦର୍ଭ ପାଇଁ ସମ୍ମାନିତ

Sanchar Live by Sanchar Live
September 2, 2024
in ଓଡିଶା
0
ପୁଣି ଗୌରବ ଆଣିଲା ସୋଆ, ଡାଇବେଟିସ୍ ଗବେଷଣା ସନ୍ଦର୍ଭ ପାଇଁ ସମ୍ମାନିତ
0
SHARES
62
VIEWS
FacebookTwitter

ସଂଚାର ବ୍ୟୁରୋ: ସୋଆକୁ ଆଉ ଏକ ସଫଳତା । ପୁଣି ରାଜ୍ୟ ବାହାରେ ସମ୍ମାନୀତ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ଡାଇବେଟିସ୍ ଓ ଏଣ୍ଡୋକ୍ରିନୋଲଜି ବିଭାଗକୁ ଅଭିନବ ଗବେଷଣା ନିମନ୍ତେ  ନିକଟରେ ଲକ୍ଷ୍ନୌଠାରେ ଅନୁଷ୍ଠିତ ଆମେରିକାନ୍ କଲେଜ ଅଫ୍  ଫିଜିସିଆନସ୍‌ର ଇଣ୍ଡିଆ ଚ୍ୟାପ୍ଟର ସମ୍ମିଳନୀରେ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଛି ।

‘ଆସେସମେଣ୍ଟ  ଅଫ୍ ହାଇପୋଗୋନାଡିଜମ ଆଣ୍ଡ ଇଟସ ଡିଟରମିନାଂଟସ୍ ଆମଙ୍ଗ ଆଡଲଟ ମେନ ଉଇଥ ଟାଇପ-୨ ଡାଇବେଟିସ୍ ମେଲିଟସ’ ଶୀର୍ଷକ ଏହି ଗବେଷଣା ପ୍ରସୂତ ସନ୍ଦର୍ଭକୁ ଏହି ସମ୍ମାନ ମିଳିଛି । ବିଭାଗର ପ୍ରଫେସର ଜୟଶ୍ରୀ ସ୍ୱାଇଁଙ୍କ ତତ୍ୱାବଧାନରେ ଡିଏମ୍ ଏଣ୍ଡୋକ୍ରିନୋଲଜି ରେସିଡେଂଟ ଡାକ୍ତର ଜସ୍‌ପ୍ରୀତ ସିଂହ ଏହି ସନ୍ଦର୍ଭ ପ୍ରସ୍ତୁତ  କରିଥିଲେ ।

ଏହି ବିଭାଗ ଗତବର୍ଷ ମଧ୍ୟ ସବୁଠାରୁ ଶ୍ରେଷ୍ଠ ସନ୍ଦର୍ଭ ନିମନ୍ତେ ଏହି ସମ୍ମିଳନୀରେ ସମ୍ମାନିତ ହୋଇଥିଲା ବୋଲି ପ୍ରଫେସର ସ୍ୱାଇଁ କହିଛନ୍ତି । ବିଭାଗ ପକ୍ଷରୁ ଡାଇବେଟିସ ସଂକ୍ରାନ୍ତିୟ ଅନେକ ଗୁଡିଏ ଗବେଷଣା ପ୍ରସୂତ ସନ୍ଦର୍ଭ ପ୍ରସ୍ତୁତ କରାଯାଇଥିଲା ଯାହା ସ୍ୱାସ୍ଥ୍ୟସେବା ମହଲରେ ଉଚ୍ଚ ପ୍ରଶଂସିତ ହୋଇଥିଲା । ଏହା ମଧ୍ୟ ୨୦୨୩ରେ ଇଂଟରନ୍ୟାସନାଲ ଡାଇବେଟିସ୍ ଫେଡେରେସନ୍ ସମ୍ମିଳନୀରେ ପ୍ରଥମ ପୁରସ୍କାର ଲାଭ କରିଥିଲା ।

ଏହି ବିଭାଗରେ ଡାଇବେଟିସ୍ ଉପରେ ହେଉଥିବା ଗବେଷଣା ତଥା ଜଟିଳ ଚିକିତ୍ସା ନିମନ୍ତେ ଅଭିନବ ଉପାୟ ଅବଲମ୍ବନ ଦୃଷ୍ଟି ଆକର୍ଷଣ କରିପାରିଛି ବୋଲି ପ୍ରଫେସର ସ୍ୱାଇଁ କହିଛନ୍ତି ।

 

Tags: lakhnosoa university
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ଖାଲି ପଡିଛି ୯୨୬୮ ଡାକ୍ତର ପଦବୀ

ରାଜ୍ୟରେ ଖାଲି ପଡିଛି ୯୨୬୮ ଡାକ୍ତର ପଦବୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଜାଣନ୍ତୁ ଟେଲିଗ୍ରାମକୁ ପୁଣି କାହିଁକି ନୋଟିସ କଲେ କେନ୍ଦ୍ର ସରକାର?
  • ସନ୍ତୋଷୀ ମା’ଙ୍କ ବ୍ରତରେ କାହିଁକି ଖାଇବାକୁ ମନା ହୁଏ ଖଟା?
  • ଥାନା କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ନେଇ ମିଳିଲା ଇସାରା
  • ସାରା ଓଡ଼ିଶାରେ ବର୍ଷା ଜାରି: ଆହୁରି ୩ ଦିନ ଛେଚିବ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.