Thursday, June 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାସ୍ତାକଡ଼ରେ କିଏ ପକାଇଲା ସରକାରୀ ଔଷଧ ? ଜଣା ପଡ଼ିଲା….

Sanchar Live by Sanchar Live
December 11, 2025
in ଓଡିଶା
0
ରାସ୍ତାକଡ଼ରେ କିଏ ପକାଇଲା ସରକାରୀ ଔଷଧ ? ଜଣା ପଡ଼ିଲା….
0
SHARES
22
VIEWS
FacebookTwitter

ସଂଚାର ବ୍ୟୁରୋ: ରାସ୍ତାକଡ଼ରେ ପଡିଛି ସରକାରୀ ଔଷଧ । ବାଲେଶ୍ଵର ଜିଲ୍ଲା ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି କିମି ଦୂରରେ ତୁଣ୍ଡରା ରାସ୍ତା ପାର୍ଶ୍ୱରେ ପଡିଛି ଔଷଧ । ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ଅବଧି ଥିବା ପୁଳାପୁଳା ସରକାରୀ ଔଷଧ। ହସ୍ପିଟାଲରେ ଔଷଧ ଠିକ୍ ସମୟରେ ନପାଇ ରୋଗୀ ହନ୍ତସନ୍ତ ହେଉଥିବା ବେଳେ ଅବଧି ସରିନଥିବା ଔଷଧ ରାସ୍ତା ପାଖରେ ପଡିରହିଛି । ଗୋଟିଏ କି ୨ ପ୍ୟାକେଟ ନୁହଁ ଶହ ଶହ ପ୍ୟାକେଟ ସରକାରୀ ଆଇରନ ଓ ଫଲିକ୍ ଏସିଡ୍ ୫୦ ଏମଏଲର ଶିରପ ପଡ଼ିରହିଛି । ଏହି ଔଷଧର ପ୍ରସ୍ତୁତି ତାରିଖ ୨୦୨୫ ମସିହା ଏପ୍ରିଲ ମାସ ଲେଖା ହୋଇଥିବା ବେଳେ ବ୍ୟାଚ ନମ୍ବର ସିଏଚଏସ-୫୦୦୬୫ ରହିଛି । ଔଷଧ ଗୁଡିକର ଅବଧି ତାରିଖ ସେପ୍ଟେମ୍ବର ୨୦୨୬ ମଧ୍ୟ ଲେଖାରହିଛି । ତେବେ ବ୍ୟବହାର ଉପଯୋଗୀ ମେଡିସନ କିଏ ଏବଂ କାହିଁକି ଫୋପାଡିଲେ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

Tags: balasoregovt medice
ShareTweetShareSend
Sanchar Live

Sanchar Live

Next Post
ଅସହ୍ୟ ଶୀତରେ ଥରୁଛି ଓଡ଼ିଶା

କନ୍ଧମାଳରେ କଲବଲ କରୁଛି ଜାଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବେଦୀରେ ବସିବା ପରେ ବଦଳିଗଲା ବରର ମନ
  • ଶ୍ରୀମନ୍ଦିରରେ ହେବ ଇ- ହୁଣ୍ଡି ବ୍ୟବସ୍ଥା
  • ଆଫଗାନିସ୍ତାନ ବିପକ୍ଷ ଦିନିକିଆ ଶୃଙ୍ଖଳାରୁ ବାଦ୍ ପଡିଲେ ବିରାଟ
  • ଆଜି ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ?
  • ବିହାରରେ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୩ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.