Saturday, June 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କେବେ ଶୁଣିବେ ସରକାର ? ରାଜଧାନୀରେ ଗର୍ଜୁଛନ୍ତି ଆଶାକର୍ମୀ

Sanchar Live by Sanchar Live
December 11, 2025
in ଓଡିଶା
0
କେବେ ଶୁଣିବେ ସରକାର ? ରାଜଧାନୀରେ ଗର୍ଜୁଛନ୍ତି ଆଶାକର୍ମୀ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ ତରଫରୁ ଭୁବନେଶ୍ବର ଲୋୟର ପିଏମଜିରେ ଜୋରଦାର ବିକ୍ଷୋଭ। ହଜାର ହଜାର ସଂଖ୍ୟାରେ ଆଶା କର୍ମୀ ରାଜରାସ୍ତାରେ ବସି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି I ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ବିଭିନ୍ନ ସମସ୍ୟା ନେଇକି ସଂଘ ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ସାରା ରାଜ୍ୟରୁ ୫୪ ହଜାରୁ ଅଧିକ ଆଶା କର୍ମୀ କାର୍ଯ୍ୟରତ ଅଛନ୍ତି । ୧୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ସଂଘ I ମୃତ୍ୟୁକାଳୀନ ସହାୟତା ରାଶି ୩ଲକ୍ଷରୁ ୫ଲକ୍ଷକୁ ବୃଦ୍ଧି କରିବା ଦାବି ସହିତ, ଗ୍ରାମାଞ୍ଚଳର ଓ ସହରାଞ୍ଚଳରେ ଆଶାମାନଙ୍କୁ ମିଳୁଥିବା ଅନୁଦାନ ବୃଦ୍ଧି କରିବା ଦାବି କରିଛନ୍ତି । ଏହା ସହିତ ପୂର୍ବ ସରକାର ଦେଉଥିବା ଉତ୍ସାହିତ ରାଶି ବନ୍ଦ ଥିବା ବେଳେ ତାକୁ ପୁଣି ଥରେ ଦେବା ଦାବି କରିଛନ୍ତି ଆଶାକର୍ମୀ ।

Tags: ashakarmiodisha
ShareTweetShareSend
Sanchar Live

Sanchar Live

Next Post
ଭୁଲରେ ମଧ୍ୟ କାହାକୁ ଦିଅନ୍ତୁ ନାହିଁ ଏହିସବୁ ଉପହାର…

ଭୁଲରେ ମଧ୍ୟ କାହାକୁ ଦିଅନ୍ତୁ ନାହିଁ ଏହିସବୁ ଉପହାର...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଜାମିନ୍ ଆବେଦନ ଖାରଜ ପରେ ଜେଲ ଗଲେ ଚାମେଲୀ ଓଝା
  • ଅନଲାଇନ ସପିଂ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ
  • ସ୍ୱାମୀଙ୍କୁ ମନେ ପକାଇଲେ କରିସ୍ମା
  • କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି, ଓଡିଶାରୁ ୨ ଅଧିକାରୀ
  • ହାଇୱାକୁ ପିଟିଲା BMW କାର୍, ୨ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.