Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୂଆବର୍ଷରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା

Sanchar Live by Sanchar Live
December 23, 2025
in ଓଡିଶା
0
ନୂଆବର୍ଷରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା
0
SHARES
28
VIEWS
FacebookTwitter

ସଂଚାର ବ୍ୟୁରୋ: ଦିନକ ପରେ ବଡ଼ ଦିନ ।  ଖ୍ରୀଷ୍ଟମାସ ଏବଂ ନୂଆ ବର୍ଷରେ ଶ୍ରୀ ମନ୍ଦିରରେ ଲାଗିବ ଭକ୍ତଙ୍କ ଭିଡ଼ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଉଛି ସ୍ୱତନ୍ତ୍ର ବ୍ୟବସ୍ଥା ।  ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ ନିୟନ୍ତ୍ରଣ ପାଇଁ କେବଳ ଶ୍ରୀମନ୍ଦିର ସିଂହ ଦ୍ଵାରରେ ଦେଇ ମନ୍ଦିରକୁ ପ୍ରବେଶ କରିବେ ଭକ୍ତ । ଅନ୍ୟ ତିନି ଦ୍ଵାରରେ ପ୍ରସ୍ଥାନ କରିବେ ।  ପ୍ରବଳ ଭକ୍ତଙ୍କ ସମାଗମ ପାଇଁ ନୀତି କାନ୍ତିକୁ ମଧ୍ୟ ତ୍ୱରାନ୍ୱିତ କରିବାକୁ ମନ୍ଦିର ପ୍ରଶାସନ ସେବାୟତଙ୍କ ସହ ଆଲୋଚନା କରିଛି ।  ମାର୍କେଟ ଛକ ନିକଟରୁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବାରିଗେଟ ବ୍ୟବସ୍ଥା କରାଯାଇଛି ।

ଭକ୍ତ ମାନେ ମାର୍କେଟ ଛକ ଠାରୁ ବ୍ୟାରିଗେଟ ଦେଇ ସିଂହ ଦ୍ଵାରରେ ପ୍ରବେଶ କରି ଅନ୍ୟ ୩ ଦ୍ଵାରରେ ପ୍ରସ୍ଥାନ କରିବେ ।  ଏଥିପାଇଁ ମାର୍କେଟ ଛକ ଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ସ୍ୱତନ୍ତ୍ର ବ୍ୟାରିଗେଟ ପ୍ରସ୍ତୁତ କରାଯାଇଛି ।  ଶ୍ରୀ ମନ୍ଦିର ସମେତ ବଡ଼ ଦାଣ୍ଡ, ସମୁଦ୍ର କୂଳ ଏବଂ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।  ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ସୁ ପରିଚାଳନା ପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା ।

Tags: new yearodishapuri
ShareTweetShareSend
Sanchar Live

Sanchar Live

Next Post
ବେଦାନ୍ତ ଆଲୁମିନିଅମ୍ ସମୁଦାୟସ୍ତରର କ୍ରୀଡା ସାମଗ୍ରୀ ବଣ୍ଟନ ମାଧ୍ୟମରେ କ୍ରୀଡାକୁ ସୁଦୃଢ଼ କରୁଛି

ବେଦାନ୍ତ ଆଲୁମିନିଅମ୍ ସମୁଦାୟସ୍ତରର କ୍ରୀଡା ସାମଗ୍ରୀ ବଣ୍ଟନ ମାଧ୍ୟମରେ କ୍ରୀଡାକୁ ସୁଦୃଢ଼ କରୁଛି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.