Saturday, June 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ବଡ଼ିଦନ

Sanchar Live by Sanchar Live
December 25, 2025
in ଓଡିଶା
0
ଆଜି ପବିତ୍ର ବଡ଼ିଦନ
0
SHARES
11
VIEWS
FacebookTwitter

ଆଜି ପବିତ୍ର ବଡ଼ିଦନ । ମଧ୍ୟରାତ୍ରରେ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ । ବଡ଼ଦିନ ପାଇଁ ଚଳଚଞ୍ଚଳ ସାରାବିଶ୍ବ । ଏଥିପାଇଁ ବିଭିନ୍ନ ଚର୍ଚ୍ଚ ଗୁଡ଼ିକ ସଜେଇ ହୋଇଛି। ଚିକମିକ୍ ଲାଇଟରେ ଝଲସୁଛି । ବଡ଼ ଦିନ ପାଳନ କରିବାକୁ ଖ୍ରୀଷ୍ଟ ଧର୍ମାବଲମ୍ବୀ ଭାଇ ଭଉଣୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି। ପରସ୍ପରକୁ ଶୁଭେଚ୍ଛା ଜଣାଉଛନ୍ତି ଖ୍ରୀଷ୍ଟ ଧର୍ମାବଲମ୍ବୀ । କ୍ୟାରୋଲ ସଙ୍ଗ ଗାଇବା ପରେ ଯୀଶୁଙ୍କ ଜୀବନ କଥା ଶୁଣିଥିଲେ ଶତାଧିକ ଖ୍ରୀଷ୍ଟ ଧର୍ମାବଲମ୍ବୀ । ବଡ଼ ଦିନ ପାଇଁ ଚର୍ଚ୍ଚ କର୍ତ୍ତୃପକ୍ଷ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ସମସ୍ତଙ୍କୁ ବଡ଼ ଦିନର ଶୁଭେଚ୍ଛା । ଗତକାଲି ବିଳମ୍ବିତ ରାତିରେ ଚର୍ଚ୍ଚ ଗୁଡିକରେ ପ୍ରଭୁ ଯୀଶୁଙ୍କ ଜନ୍ମ ଉତ୍ସବ ପାଳନ ପରେ ଆଜି ସକାଳୁ ଚାଲିଛି ସ୍ୱତନ୍ତ୍ର ପ୍ରାର୍ଥନା । ବ୍ରହ୍ମପୁରରେ ଆନନ୍ଦ ଉଲ୍ଲାସର ସହ ପାଳନ ହେଉଛି ହାପି ଖ୍ରୀଷ୍ଟ ମାସ l ଖ୍ରୀଷ୍ଟିଆନ ସମ୍ପ୍ରଦାୟଙ୍କ ଘରେ ସାଙ୍ଗ ସାଥୀ, ମେଳି । ପରିବାରଙ୍କ ଗହଣରେ କେକ୍ କାଟି ସୁସ୍ବାଦ ଖାଇବାର ମଜା ନେଉଛନ୍ତି ଲୋକେ । ଜମୁଛି ନାଚ ଗୀତର ଆସର । ଏଥିପାଇଁ ବ୍ରହ୍ମପୁର ସହରର ସ୍ଥାନେ ସ୍ଥନେ ଜମିଛି ଭକ୍ତଙ୍କ ଭିଡ଼ l

Tags: Crissmassodisha
ShareTweetShareSend
Sanchar Live

Sanchar Live

Next Post
ଆଜି ଚାନ୍ଦବାଲି ବନ୍ଦ

ଆଜି ଚାନ୍ଦବାଲି ବନ୍ଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଜାମିନ୍ ଆବେଦନ ଖାରଜ ପରେ ଜେଲ ଗଲେ ଚାମେଲୀ ଓଝା
  • ଅନଲାଇନ ସପିଂ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ
  • ସ୍ୱାମୀଙ୍କୁ ମନେ ପକାଇଲେ କରିସ୍ମା
  • କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି, ଓଡିଶାରୁ ୨ ଅଧିକାରୀ
  • ହାଇୱାକୁ ପିଟିଲା BMW କାର୍, ୨ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.