Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Sanchar Live by Sanchar Live
December 28, 2025
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…
0
SHARES
43
VIEWS
FacebookTwitter

ମେଷ: ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । ସବୁ ଅଶାନ୍ତିର ସମାଧାନ ବାହାରିବ ।  ଜୀବନସାଥୀ ସହ କିଛି ଖୁସିର ମୁହୂର୍ତ୍ତ ଅତିବାହିତ କରିବେ ।  ଶାରୀରିକ ଦୃଷ୍ଟିରୁ ସୁସ୍ଥ ଓ ସତେଜ ରହିବେ।

ବୃଷ: ଆପଣଙ୍କ ପାଇଁ ଦିନଟି ଭଲ ରହିବ ।  ଚାକିରି ବୃତ୍ତିରେ ଲାଗି ରହିଥିବା ବାଧା ସମାପ୍ତ ହୋଇଯିବ । ଆର୍ଥିକ କ୍ଷେତ୍ରରେ ଆପଣଙ୍କୁ ଉନ୍ନତି ମିଳିବ । ଖୁସି ଖବର ପାଇବେ ।

ମିଥୁନ: ଲୋକମାନଙ୍କ ମଧ୍ୟରେ ଆପଣଙ୍କର ମାନ ସମ୍ମାନ ବଢ଼ିବ ।  କୌଣସି ବନ୍ଧୁ ସହ ମିଶିବା ଲାଗି ତାଙ୍କ ଘରକୁ ଯିବେ ।  ବନ୍ଧୁ ସହ ସିନେମା ଦେଖିବାର ଯୋଜନା କରିବେ ।

କର୍କଟ: ଅକାରଣରେ ଆରମ୍ଭ ହୋଇଥିବା ବାଧା ଆପେଆପେ ଶେଷ ହୋଇଯିବ । ଧର୍ମକାର୍ଯ୍ୟରେ ସହଯୋଗ ଦେବାର ଅବସର ପାଇବେ ।  ପିଲାମାନେ ନିଜର ମନକଥା ବାପା ମାଆଙ୍କୁ କହିବେ ।

ସିଂହ: ଦାମ୍ପତ୍ୟ ଜୀବନ ମିଷ୍ଟତାରେ ପୂର୍ଣ୍ଣ ରହିବ ।  ସଚ୍ଚୋଟ ଲୋକଙ୍କ ସହଯୋଗରେ ବଡ଼ ପ୍ରୋଜେକ୍ଟ ପୂରା କରିବାରେ ସଫଳ ହେବେ ।  ନୂଆ ବ୍ୟବସାୟ ଆରମ୍ଭ ପୂର୍ବରୁ କାହାରି ପରାମର୍ଶ ନିଅନ୍ତୁ।

କନ୍ୟା:  ନୂଆ ବ୍ୟବସାୟ ଆରମ୍ଭ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ରାଜନୀତିରେ ସଫଳତା ପାଇବେ । ପ୍ରେମ ଜୀବନ ଭଲ ରହିବ।

ତୁଳା: ଆପଣଙ୍କ ସମ୍ମୁଖକୁ ଆସୁଥିବା ସବୁ ଆହ୍ବାନର ଦୃଢ଼ଭାବେ ମୁକାବିଲା କରିପାରିବେ ।  ଯେଉଁମାନେ ପ୍ରେମ କରୁଛନ୍ତି ସେମାନଙ୍କ ସମ୍ବନ୍ଧରେ ମଧୁରତା ଆସିବ ।  ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।

ବିଛା: ଆତ୍ମବିଶ୍ବାସ ବଳରେ ଆପଣ କାମ ପୂରା କରିନେବେ ।  ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯିବେ । ଚାକିରି ବିଷୟରେ ଆପଣ ବହୁତ ବ୍ୟବହାରିକ ରହିବେ ।  ବୈବାହିକ ଜୀବନ ସୁଖମୟ ହେବ ।

ଧନୁ: ଘରେ ପୂଜାପାଠର ଆୟୋଜନ କରିପାରନ୍ତି । ଶିକ୍ଷାର୍ଥୀଙ୍କୁ ପରିଶ୍ରମ ଅନୁସାରେ ସଫଳତା ମିଳିବ । ଚାକିରିଆଙ୍କୁ ଭଲ ପରିଣାମ ପାଇଁ ଅଧିକ ପରିଶ୍ରମ କରିବାକୁ ହେବ ।  ପ୍ରେମୀ ଯୁଗଳଙ୍କୁ ଦିନଟି ଖୁସି ଦେବ।

ମକର: ଆପଣଙ୍କର ଅଧୁରା ଥିବା ସବୁ କାମ ପୂରା କରିପାରିବେ ।  କାର୍ଯ୍ୟକ୍ଷେତ୍ରରେ ପ୍ରଶଂସା ପାଇବେ ।  ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ପାଇବେ ।  ସାମାଜିକ ପରିସର ବୃଦ୍ଧି ହେବ ।

କୁମ୍ଭ: କାହାରି ମାମଲାରେ ଦଖଲ ଦେବାରେ ନିବୃତ୍ତ ରୁହନ୍ତୁ । ବନ୍ଧୁ ଦେଇଥିବା ପରାମର୍ଶ ଗ୍ରହଣ କରିନିଅନ୍ତୁ । ପିଲମାନଙ୍କ ପାଠପଢ଼ାକୁ ନେଇ ଆପଣ ସତର୍କ ରହିବା ଦରକାର ।

ମୀନ: କୋର୍ଟ କଚେରି ମାମଲାରେ ନିସ୍ତାର ପାଇବେ। ଇଂଜିନିୟରଙ୍କ ଲାଗି ଦିନଟି କିଛି ପରିବର୍ତ୍ତନ ଆଣିବ ।  ମାଆଙ୍କ ସ୍ବାସ୍ଥ୍ୟରେ ସୁଧାର ହେବ ।  ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କ ଭାବନାକୁ ସମ୍ମାନ କରିବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଶୀତ ପରେ ଏବେ କୁହୁଡି ଚିନ୍ତା

ଶୀତ ପରେ ଏବେ କୁହୁଡି ଚିନ୍ତା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.