Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ

Sanchar Live by Sanchar Live
December 31, 2025
in ଓଡିଶା
0
ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ
0
SHARES
21
VIEWS
FacebookTwitter

ଆଜି ୨୦୨୫ର ଶେଷ ଦିନ । ଆସୁଛି ଇଂରାଜୀ ନୂଆବର୍ଷ ୨୦୨୬ । ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ । ସଂପୂର୍ଣ୍ଣ ସିସିଟିଭି ବଳୟରେ ଶ୍ରୀକ୍ଷେତ୍ର ।  ୭୦ ପ୍ଲାଟୁନ ଫୋର୍ସ ନିୟୋଜିତ ।  ଶ୍ରୀମନ୍ଦିର ବାହାରେ,ଭିତରେ,ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ବେଳାଭୂମିରେ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ୭୦ ପ୍ଲାଟୁନ ଫୋର୍ସ, ୩୩ DSP ଏବଂ ୬୨ ଜଣ ଇନ୍ସପେକ୍ଟରଙ୍କୁ ନିୟୋଜିତ କରାଯାଇଛି। ଆଜି ଓ ୧ତାରିଖ ପାଇଁ ଭିଡ଼କୁ ଆଖିରେ ରଖି ପୁରୀ ପୋଲିସ୍ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍ ଆଡଭାଇଜରୀ ଜାରି । ଆସନ୍ତାକାଲି ପର୍ଯ୍ୟନ୍ତ ମାର୍କେଟ ଛକଠାରୁ NO VEHICLE ZONE ହେବ। ବଡ଼ଦାଣ୍ଡରେ ଲମ୍ବା ବ୍ୟାରିକେଡ୍ କରାଯାଇଛି ଯେପରି ଭକ୍ତମାନେ ଶୃଙ୍ଖଳିତ ଭାବେ ସିଂହଦ୍ୱାର ଦେଇ ପ୍ରବେଶ କରିପାରିବେ ।

ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିରରେ ପ୍ରବେଶ କରିବେ ଓ ଅନ୍ୟ ତିନୋଟି ଦ୍ୱାର ଦେଇ ପ୍ରସ୍ଥାନ କରିବେ । ବରିଷ୍ଠ ନାଗରିକ ଏବଂ ଭିନ୍ନକ୍ଷମଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି ଓ ସୁବିଧାର ବ୍ୟବସ୍ଥା କରାଯାଇଛି । ପୁରୀ ଭିଡ଼ ପାଇଁ ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ଦିଆଯାଇଛି । ପ୍ରବଳ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି । ଜନସାଧାରଣଙ୍କ ସୁରକ୍ଷା ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ୨୦ ଜଣ ଅଧିକାରୀଙ୍କୁ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି । ଏମାନଙ୍କ ମଧ୍ୟରେ ଅଧିକାଂଶ ତହସିଲଦାର ଓ ଅତିରିକ୍ତ ତହସିଲଦାର ଅଛନ୍ତି । ବେଆଇନ ଜନସମାଗମ, ମଦ୍ୟପାନ, ବାଣ ଫୁଟାଇବା ଏବଂ ଜୋରରେ ମ୍ୟୁଜିକ୍ ବଜାଇବା ଉପରେ ରୋକ ଲଗାଇବା ସହ ଶାନ୍ତି ଭଙ୍ଗ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବେ ।

 

Tags: high alertnew yearpuri
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିରରେ ବନ୍ଦ ହେଲା ଜଗା ଦର୍ଶନ

ଶ୍ରୀମନ୍ଦିରରେ ବନ୍ଦ ହେଲା ଜଗା ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.