Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସାତକୋଶିଆରେ ହେବ କୁମ୍ଭୀର ଓ ପକ୍ଷୀଗଣନା

Sanchar Live by Sanchar Live
January 2, 2026
in ଓଡିଶା
0
ସାତକୋଶିଆରେ ହେବ କୁମ୍ଭୀର ଓ ପକ୍ଷୀଗଣନା

Oplus_131072

0
SHARES
11
VIEWS
FacebookTwitter

ଆସନ୍ତା ୪ ରୁ ୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଏବଂ  ୧୭ଓ ୧୮ ତାରିଖ ଦୁଇ ଦିନ ଧରି ସାତକୋଶିଆରେ ହେବ କୁମ୍ଭୀର ଓ ପକ୍ଷୀଗଣନା ।  ଏଥିଲାଗି  ୧୪ ୟୁନିଟ୍ ଗଠନ କରାଯାଇଥିବା ବେଳେ ପ୍ରତି ୟୁନିଟ୍ ରେ ୫ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ଅନୁଗୁଳ ଜିଲ୍ଲାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଥିବା ୫ଟି  ବନାଞ୍ଚଳରେ ଏହି ଗଣନା କରାଯିବ ।  ୧୨ଟି ଦେଶୀ ଡଙ୍ଗା ଓ ୨ଟି ବୋଟ୍ ଏଥିଲାଗି ପ୍ରସ୍ତୁତ କରାଯାଇଛି ।  ଏହି ସମୟ ମଧ୍ୟରେ ସ୍ଥାନୀୟ ମତ୍ସ୍ୟଜୀବୀଙ୍କୁ  ବନ ବିଭାଗ ପକ୍ଷରୁ ନଦୀକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି ମହାନଦୀର ସାତକୋଶିଆ ଗଣ୍ଡ ଓ ଶିଶୁ ପଥର ଡ୍ୟାମ୍ ରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।  କୁମ୍ଭୀର ଓ ପକ୍ଷୀ ଗଣନା ଟିକରପଡାରୁ ବିନି କେଇ, ବିନିକେଇରୁ ପତାକା, ଟିକରପଡାରୁ କଟରଙ୍ଗ, କଟରଙ୍ଗରୁ ବାଲିପୁଟ, ବାଲିପୁଟରୁ ଚକ୍ରଗଡ଼ ପର୍ଯ୍ୟନ୍ତ ହେବ ।  ସେହିପରି ଆଠମଲ୍ଲିକର ହରଭଙ୍ଗାରୁ ଅଏଡା, ଲୁଣାହାଣ୍ଡି, ବେଲପୁଞ୍ଜି ମଠ, ମଠ, ଶିଶୁ ପଥର ଡ୍ୟାମ ସମେତ ଆଖପାଖର ବିଭିନ୍ନ ଜଳାଶୟରେ ଏହି ଗଣନା କରାଯିବ। ଏଥିପାଇଁ ବନବିଭାଗ ପକ୍ଷରୁ ମୋବାଇଲ ଟ୍ରାକିଂ, ଜିପିଏସ, ବାଇନାକୁଲାର୍ ଓ ସ୍ବତନ୍ତ୍ର କ୍ୟାମେରାର ବ୍ୟବସ୍ଥା କରାଯାଇଛି ।

 

Tags: bird countsatakosia
ShareTweetShareSend
Sanchar Live

Sanchar Live

Next Post
ପୁଣି ବଢିଲା ସୁନା ଦର

ପୁଣି ବଢିଲା ସୁନା ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.