Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆସାମ ମୋରିଗାଓଁରେ ବଡ଼ ଧରଣର ଭୂକମ୍ପ ଝଟକା

Sanchar Live by Sanchar Live
January 5, 2026
in ଭାରତ
0
ଆସାମ ମୋରିଗାଓଁରେ ବଡ଼ ଧରଣର ଭୂକମ୍ପ ଝଟକା
0
SHARES
12
VIEWS
FacebookTwitter

ଥରିଲା ଆସାମ । ଆସାମ ମୋରିଗାଓଁରେ ବଡ଼ ଧରଣର ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୧ ରେକର୍ଡ । ଭୋର ୪ଟା ୧୭ରେ ଭୂକମ୍ପ ଅନୁଭୂତ । କେହି କିଛି ବୁଝିବା ଆଗରୁ ଦୋହଲିଗଲା ଆସାମ । ଭୟରେ ଘରୁ ଧାଇଁଲେ ଲୋକେ । ଗୋଟେ ପଟେ ଶୀତ ଏବଂ କୁହୁଡ଼ିକୁ ଅନ୍ୟପଟେ ଭୂକମ୍ପ ଭୟ । କୁଆଡେ ଯିବେ, କଣ କରିବେ କିଛି ବୁଝି ପାରୁନଥିଲେ ଲୋକେ ।

ତେବେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ଭୋର ପ୍ରାୟ ୪ଟା ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା । ଏଥିରେ କୌଣସି ମୃତାହତ କିମ୍ବା କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ ।  ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୧ ରେକର୍ଡ କରାଯାଇଛି। ସକାଳ ପ୍ରାୟ ସମୟରେ ହଠାତ୍ ଥରିଉଠିଥିଲା ପୂରା ଅଞ୍ଚଳ, ଯାହାଫଳରେ ଲୋକଙ୍କ ମଧ୍ୟରେ ଭୟ ଓ ଆତଙ୍କ ଖେଳିଯାଇଥିଲା ।

Tags: Asamearthquake
ShareTweetShareSend
Sanchar Live

Sanchar Live

Next Post
୧୦ ଦଫା ଦାବି ନେଇ ଆନ୍ଦୋଳନ କରୁଛି ଓମ୍‌ସା

୧୦ ଦଫା ଦାବି ନେଇ ଆନ୍ଦୋଳନ କରୁଛି ଓମ୍‌ସା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.