Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ପୁଣିଥରେ ବାହା ହେବାକୁ ଯାଉଛନ୍ତି ଶିଖର ଧାୱନ

Sanchar Live by Sanchar Live
January 6, 2026
in କ୍ରୀଡ଼ା
0
ପୁଣିଥରେ ବାହା ହେବାକୁ ଯାଉଛନ୍ତି ଶିଖର ଧାୱନ

Oplus_131072

0
SHARES
19
VIEWS
FacebookTwitter

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର ଶିଖର ଧୱନ ପୁଣିଥରେ ବାହା ହେବାକୁ ଯାଉଛନ୍ତି । ଶିଖର ଧୱନ ତାଙ୍କର ବହୁଦିନର ପ୍ରେମିକା ସୋଫି ସାଇନଙ୍କ ସହିତ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି । ଦୁହେଁ ବହୁତ ଦିନ ଧରି ଏକାଠି ଅଛନ୍ତି ।

ଖବର ମୁତାବକ, ଦୁହେଁ ଫେବୃଆରୀରେ ବିବାହ କରିବାକୁ ଯାଉଛନ୍ତି । ବାହାଘର ପାଇଁ ଫେବୃଆରୀର ୩ୟ ସପ୍ତାହରୁ ଦିଲ୍ଲୀ-ଏନସିଆରରେ ହେବ । ବିବାହ ଉତ୍ସବରେ କ୍ରିକେଟ ଏବଂ ବଲିଉଡର ବଡ଼ ବଡ଼ କଳାକାର ସାମିଲ ହେବେ । ବିବାହ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି ।

ଶିଖର ଧାୱନ ଏବଂ ସୋଫି ସାଇନଙ୍କୁ ୨୦୨୫ ମସିହାରେ ଦୁବାଇରେ ଏକ ଚାମ୍ପିଅନ୍ସ ଟ୍ରଫି ମ୍ୟାଚ୍ ସମୟରେ ଏକାଠି ଦେଖିବାକୁ ମିଳିଥିଲା ।

ସୋଫି ସାଇନ୍ ଆୟର୍ଲାଣ୍ଡର ଜଣେ ଉତ୍ପାଦ ପରାମର୍ଶଦାତା । ସେ ଲିମେରିକ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରେ ମାର୍କେଟିଂ ଏବଂ ପରିଚାଳନା ପାଠ ପଢ଼ିଥିଲେ । ସେ ବର୍ତ୍ତମାନ ଆବୁଧାବିରେ କାର୍ଯ୍ୟାଳୟ ଥିବା ଏକ ପ୍ରମୁଖ ଆର୍ଥିକ ସେବା କମ୍ପାନୀ, ନର୍ଦର୍ଣ୍ଣ ଟ୍ରଷ୍ଟ କର୍ପୋରେସନରେ ଦ୍ୱିତୀୟ ଉପାଧ୍ୟକ୍ଷ ଭାବରେ କାର୍ଯ୍ୟ କରନ୍ତି । ସୋଫି ସାଇନ୍ ବର୍ତ୍ତମାନ ଶିଖର ଧାୱନ ଫାଉଣ୍ଡେସନ ସହିତ ଜଡିତ ଏବଂ ତାହାର ଜଣେ ପ୍ରମୁଖ ସଦସ୍ୟ ।

Tags: marriagesikhar dhawan
ShareTweetShareSend
Sanchar Live

Sanchar Live

Next Post
ମହମ୍ମଦ ସାମିଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ୍

ମହମ୍ମଦ ସାମିଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.