ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୮,୦୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୬,୫୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୮,୦୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୬,୫୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୮,୦୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୬,୫୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୮,୧୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୬,୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୯,୦୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୭,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୮,୦୦୦ ଓ ୧,୨୬,୫୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୨,୦୦୦ ଟଙ୍କା ହୋଇଛି ।
