Thursday, July 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା

Sanchar Live by Sanchar Live
January 17, 2026
in ଓଡିଶା
0
ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା

Oplus_131072

0
SHARES
9
VIEWS
FacebookTwitter

ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା ।  ଚଳିତ ଶୀତ ଋତୁରେ ଆସିଥିବା ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ ।  ଏଥିପାଇଁ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି ।  ଜଳଭଣ୍ଡାର ଓ ଆଖପାଖରେ ଥିବା ଜଳାଶୟ ସହିତ ଜଙ୍ଗଲକୁ ୨୧ଟି ସେକ୍ସନ କରାଯାଇଛି ।

ଏଥିରେ ୩୨ ଜଣ ପକ୍ଷୀ ବିଶେଷଜ୍ଞ, ୩୮ ଜଣ କ୍ଷେତ୍ରସ୍ଥଳର ଅଧିକାରୀ ଏବଂ କର୍ମଚାରୀ ସାମିଲ ହେବେ ବୋଲି କହିଛନ୍ତି ଡିଏଫଓ ଅଂଶୁପ୍ରଜ୍ଞା ଦାସ ।  ନଭେମ୍ବର ମାସରୁ ହୀରାକୁଦକୁ ହଜାର ହଜାର ପକ୍ଷୀ ଆସିଥାନ୍ତି ।  ପକ୍ଷୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଥାଏ ।  ହୀରାକୁଦରେ ଭାରତର ଇଗ୍ରେଟସ, ହେରନ୍ତି, କର୍ମୋମୋରା, ଲାଫଷ୍ଟିଙ୍ଗ ପ୍ରଭୃତି ପ୍ରଜାତିର ପକ୍ଷୀ ଆସନ୍ତି ।

ଶୀତ ଋତୁରେ ଆସୁଥିବା ପରିବ୍ରାଜକ ପକ୍ଷୀଙ୍କ ମଧ୍ୟରେ ଋଷର ସାଇବେରିଆ, କେନ୍ଦ୍ରୀୟ ଏସିଆର ପିଣ୍ଟଲ, ସୋଭଲର, ଟିଲ, ପୋଚାର୍ଡ, ମଙ୍ଗୋଲିଆ ଆଦି ପ୍ରଜାତିର ପକ୍ଷୀ ରହିଛନ୍ତି  ।  ଗତବର୍ଷ ହୀରାକୁଦକୁ ରେକର୍ଡ ୧୨୨ ପ୍ରଜାତିର ୩ ଲକ୍ଷ ୭୭ ହଜାର ୭୩୨ ପକ୍ଷୀ ଆସିଥିଲେ ।  ଏଥର ପକ୍ଷୀ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି ।

 

Tags: bird counthirakuda
ShareTweetShareSend
Sanchar Live

Sanchar Live

Next Post
୨୪ରୁ କଟକରୁ ଆସିବ ନାହିଁ କୌଣସି ଘରୋଇ ବସ

୨୪ରୁ କଟକରୁ ଆସିବ ନାହିଁ କୌଣସି ଘରୋଇ ବସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ଅଭିଯୋଗ
  • ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଏହିସବୁ ଟ୍ରେନ୍ ବାତିଲ ?
  • ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ
  • ବର୍ଷା ପାଇଁ କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି
  • ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.