Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ମନୋରଞ୍ଜନ

ମୋ ଉପରେ ଆଶୀର୍ବାଦ ଅଛି, ଖଣ୍ଡଗିରି ମଞ୍ଚରେ ଚଢ଼ିବି : ପୀୟୂଷ

Sanchar Live by Sanchar Live
January 19, 2026
in ମନୋରଞ୍ଜନ
0
Oplus_131072

Oplus_131072

0
SHARES
24
VIEWS
Facebook
Twitter

ସଂଚାର ବ୍ୟୁରୋ : ଖଣ୍ଡଗିରି ଯାତ୍ରା ମହାସମର ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପେଣ୍ଡାଲ ପାଇଁ ବାଉଁଶ ବନ୍ଧା ହେଉଥିବାବେଳେ ଯାତ୍ରାପ୍ରେମୀ ଉତ୍ସାହିତ ଅଛନ୍ତି । ତେବେ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଆରମ୍ଭ ହୋଇଛି ଚର୍ଚ୍ଚା । କୋର୍ଟଙ୍କ ନିୟମ ମାନି ଏବେ ମଞ୍ଚରୁ ଦୂରେଇ ରହିଥିବା ପୀୟୂଷ ଖଣ୍ଡଗିରିରେ ମଞ୍ଚକୁ ଚଢ଼ିବେ କି ନାହିଁ ଏହାକୁ ନେଇ ଲାଗି ରହିଥିବା ସସପେନ୍ସ ମଧ୍ୟରେ ସେ ନିଜର ପ୍ରତିକ୍ରିୟା ରଖିଛନ୍ତି । ସୋମବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଆଉ ଖଣ୍ଡଗିରି ମଞ୍ଚରେ ଚଢ଼ିବେ କି ନାହିଁ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି କି, ମୁଁ ଧର୍ଯ୍ୟ ଧରି ଅପେକ୍ଷା କରିଛି । ଦର୍ଶକଙ୍କ ଭଲପାଇବା ଓ ଆର୍ଶୀବାଦ ରହିବ ଏବଂ ମହାପ୍ରଭୁଙ୍କ ଆର୍ଶୀବାଦ ରହିବ ମୁଁ ନିଶ୍ଚୟ ମଞ୍ଚ ଚଢିବି ବୋଲି । ଯେଉଁମାନେ ମୋ ବିରୁଦ୍ଧରେ ଯାଇଛନ୍ତି ସେମାନଙ୍କର ବହୁତ ଅହଙ୍କାର ହୋଇଛି । ଆଶା ଅଛି ଖଣ୍ଡଗିରି ମେଳାରେ ମୁଁ ନିଶ୍ଚିତ ଯାତ୍ରା ପରିବେଷଣ କରିବି। ମହାପ୍ରଭୁଙ୍କ ଦର୍ଶନ ପରେ ପୀୟୁଷ ପ୍ରତିକ୍ରିୟା ରଖିଛନ୍ତି।

କହି ରଖୁଛୁ କି, ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆର୍ଶୀବାଦ ନେଇଛନ୍ତି ଯାତ୍ରା ଜଗତର ଚର୍ଚ୍ଚିତ ଚେହେରା ପୀୟୁଷ ତ୍ରିପାଠୀ । ସୂର୍ଯ୍ୟ ମନ୍ଦିର ଅନୁଷ୍ଠାନ ସହ ଚୁକ୍ତି ଖିଲାପ ଅଭିଯୋଗରେ ପୀୟୁଷଙ୍କ ଗୋଡରେ ପଡିଛି ଆଇନ୍ ର ବେଡି। ପୀୟୁଷ ମଧ୍ୟ ଓକିଲଙ୍କ ଜରିଆରେ ନିଜ ପକ୍ଷ ରଖିଛନ୍ତି । ଏହାସହ ସେ ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ବେଶ୍ ଖୁସି ପ୍ରକଟ କରିଛନ୍ତି । ସେ କହିଛନ୍ତି କି, ମତେ ନେଇ ଯେଉଁ ବିବାଦ ଉପୁଜିଛି ତାହା ମହାପ୍ରଭୁ ବିଚାର କରିବେ ।

Related posts

କନିକା କପୁରଙ୍କ ବୈବାହିକ ଜୀବନରେ ଝଡ଼

କନିକା କପୁରଙ୍କ ବୈବାହିକ ଜୀବନରେ ଝଡ଼

November 4, 2026
୫ କୋଟି ନଦେଲେ ମାରିଦେବୁ, ତୁଷାରଙ୍କୁ ମିଳିଲା ହତ୍ୟା ଧମକ

୫ କୋଟି ନଦେଲେ ମାରିଦେବୁ, ତୁଷାରଙ୍କୁ ମିଳିଲା ହତ୍ୟା ଧମକ

November 3, 2026
Tags: jollywoododia jatrapiyush tripathy

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.